ତାଜା ଖବର ରାଜ୍ୟ ପଞ୍ଜିକାରେ ଭୁଲ ତଥ୍ୟ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ February 11, 2025 Papirani ପଞ୍ଜିକା ସମନ୍ଵୟ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ତେବେ ଏହି ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇ କହିଛନ୍ତି ଆଜିର…