ଓସିଏ ନୂତନ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି
ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ନୂତନ ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ନିିର୍ବାଚିତ ହୋଇଛନ୍ତି। ବବି ଦାସଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦବୀ। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରି ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ପଙ୍କଜ ଲୋଚନ ମହାନ୍ତି…