Tag: Parala Maharaja

Parala Maharaja 134th Birth Anniversary: ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱରସ୍ଥିତ ପରିବହନ ଭବନ ସମ୍ମୁଖ ଏଜି ଛକରେ ଅବସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ଅତିଥିମାନଙ୍କ ଦ୍ୱାରା ପୁଷ୍ପମାଲ୍ୟ…