ତାଜା ଖବର ରାଜ୍ୟ ପାଟଣାଗଡ଼ ପାର୍ସଲ ବୋମା ମାମଲା: ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଆଜୀବନ କାରାଦଣ୍ଡ May 28, 2025 Papirani ବହୁଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ଼ ପାର୍ସଲ ବୋମା ମାମଲାରେ ଆସିଲା ରାୟ । ପାଟଣାଗଡ଼ ଏଡିଜେ କୋର୍ଟ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜୋରିମାନା ଶୁଣାଇଲେ ପାଟଣାଗଡ଼ ଏଡିଜେ…