ତାଜା ଖବର ରାଜ୍ୟ Pariksha Pe Charcha 2026: ପିଲାମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ February 6, 2026 Nirvay ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍ରେ ପରୀକ୍ଷାର ସମୟ । ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କରିଛନ୍ତି ପରୀକ୍ଷା ପେ…