Tag: Paris Olympic

ପ୍ୟାରିସ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିଲେ ନୀତେଶ କୁମାର

ପ୍ୟାରିସ ପାରା ଅଲିମ୍ପିକ୍ସରେ ରବିବାର ଭାରତକୁ ମିଳିଛି ୪ଟି ପଦକ। ଆଜି ଭାରତକୁ ପାରା ଅଲିମ୍ପିକ୍ସରେ ଗୋଟାଏ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ମିଳିଛି। ପାରାଅଲିମ୍ପିକ୍ସ ହୋଇଥିବା ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ ଏସ-ଏଲ ୩ରେ ସ୍ୱର୍ଣ୍ଣ ଜିତିଛନ୍ତି…

କୁସ୍ତିଯୋଦ୍ଧା ବିନେଶ ଫୋଗାଟଙ୍କୁ ମିଳିପାରେ ପଦକ; ଚୁଡାନ୍ତ ନିଷ୍ପତ୍ତିକୁ ଅପେକ୍ଷା

ପ୍ୟାରିସ୍‌ ଅଲିମ୍ପିକ୍ସର ୫୦ କିଲୋଗ୍ରାମ ଓଜନ ବର୍ଗର ମହିଳା କୁସ୍ତି ଫାଇନାଲରେ ପ୍ରବେଶ କରିବା ପରେ ମଧ୍ୟ ନିଜର ଓଜନ ପାଇଁ ଡିସ୍‌କ୍ୱାଲିଫାଏଡ୍‌ ହେବାରୁ ଯୁଗ୍ମ ରୌପ୍ୟ ପଦକ ପାଇଁ ଆବେଦନ କରିଥିଲେ ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗାଟ । କୋର୍ଟ…

ଭାରତ ଫେରିଲେ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ପୁରୁଷ ହକି ଟିମ୍

ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ପୁରୁଷ ହକି ଟିମ୍ ଆଜି ଭାରତ ଫେରିଛନ୍ତି। ଭାରତରେ ପହଞ୍ଚିବା ପରେ ହକି ଦଳର ସଦସ୍ୟଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଏମାନଙ୍କୁ ସ୍ବାଗତ କରିବା ପାଇଁ ହଜାର ହଜାର ଲୋକ ବିମାନବନ୍ଦରରେ ପହଞ୍ଚିଥିଲେ। ଖେଳାଳିଙ୍କ…

ରୌପ୍ୟ ଜିତିବା ପରେ ନୀରଜ ଚୋପ୍ରାଙ୍କୁ ଫୋନ୍ କରି ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ୟାରିସ ଅଲିମ୍ପିକ୍ସର ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ଭାରତକୁ ମିଳିଛି ପ୍ରଥମ ରୌପ୍ୟ ପଦକ। ରୌପ୍ୟ ପଦକ ଜିତି ଦେଶ ପାଇଁ ଗର୍ବ ଓ ଗୌରବ ଆଣିଥିବା ନୀରଜ ଚୋପ୍ରାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଂ । ଫୋନ୍ ମାଧ୍ୟମରେ…

ପ୍ୟାରିସ ଅଲମ୍ପିକ୍ସ: ଫାଇନାଲରେ ଭାରତର ସୁଟର ମନୁ ଭାକର

ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିଷ୍ଟଲ ଇଭେଣ୍ଟର ଫାଇନାଲରେ ଭାରତର ମନୁ ଭାକର । କ୍ବାଲିଫାୟର ରାଣ୍ଡରେ ମୋଟ ୫୮୦ ପଏଁଣ୍ଟ ସହ ତୃତୀୟ ସ୍ଥାନରେ ରହି ଫାଇନାଲକୁ ଉନ୍ନୀତ ହୋଇଛନ୍ତି ମହିଳା ସୁଟର ମନୁ ଭାକର। ୨୦ ବର୍ଷ…

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ରେ ଓଡ଼ିଶାର ଅମିତ ରୋହିଦାସ

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ଘୋଷିତ କରାଯାଇଛି । ଜୁଲାଇ ୨୬ରୁ ପ୍ୟାରିସ ଅଲମ୍ପିକ୍ସ ଆରମ୍ଭ ହେବ। ୨୭ରେ ନ୍ୟୁଜିଲାଣ୍ଡ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ ଭାରତ । ରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୧୯ ଜଣିଆ ହକି ଦଳ…