Tag: Paris2024

ଜାଭେଲିନ ଥ୍ରୋରେ ଫାଇନାଲକୁ ପ୍ରବେଶ କରିପାରିଲେନି ଓଡ଼ିଆ ପୁଅ କିଶୋର ଜେନା

ପ୍ୟାରିସ ଅଲିମ୍ପିକ୍ସର ଜାଭେଲିନ ଥ୍ରୋ ଇଭେଣ୍ଟର ଫାଇନାଲ ପ୍ରବେଶ କରିପାରିଲେନି ଓଡ଼ିଆ ପୁଅ କିଶୋର ଜେନା । ଆଜି ଯୋଗ୍ୟତା ପର୍ଯ୍ୟାୟର ଗ୍ରୁ ଏରେ ଥିବା କିଶୋର ପ୍ରଥମ ପ୍ରୟାସରେ ୮୦.୭୩ ମିଟରକୁ ଜାଭେଲିନ ଫିଙ୍ଗି ଥିଲେ। ଦ୍ୱିତୀୟ ପ୍ରୟାସରେ ସେ…

ମୈଦାନକୁ ଓଲ୍ହାଇବେ ଓଡ଼ିଆ ପୁଅ ଅଲିମ୍ପିଆନ କିଶୋର

ଅଲିମ୍ପିକ୍ସ ଅଭିଯାନ ଆରମ୍ଭ କରିବେ କିଶୋର ଜେନା । ଜାଭେଲିନ୍ ଥ୍ରୋରେ ନୀରଜଙ୍କ ସହ ମୈଦାନକୁ ଓହ୍ଲାଇବେ ଓଡ଼ିଆ ପୁଅ କିଶୋର ଜେନା। କ୍ବାଲିଫିକେସନ୍ ରାଉଣ୍ଡରେ କମାଲ କରିବା ଲକ୍ଷ୍ୟରେ ରହିଛନ୍ତି କିଶୋର । ଭଲ ପ୍ରଦର୍ଶନ ସହ ପରବର୍ତ୍ତୀ ରାଉଣ୍ଡକୁ…

ସେମିଫାଇନାଲ ଖେଳି ପାରିବେନି ଅମିତ ରୋହିଦାସ; ଗୋଟିଏ ମ୍ୟାଚର ପ୍ରତିବନ୍ଧ

ଗତକାଲି କ୍ୱାର୍ଟର ଫାଇନାଲ ମ୍ୟାଚରେ ଉତ୍ତମ ପ୍ରଦର୍ଶନ ପରେ ସେମିଫାଇନାଲକୁ ପ୍ରବେଶ କରିଥିଲା ଭାରତୀୟ ପୁରୁଷ ହକି ଟିମ। ହେଲେ ଏହା ମଧ୍ୟରେ ଟିମ ଇଣ୍ଡିଆକୁ ଲାଗିଛି ଶକ୍ତ ଝଟକା। ପ୍ୟାରିସ ଅଲିମ୍ପିକ୍ସର ଗୋଟିଏ ମ୍ୟାଚରୁ ବ୍ୟାନ ହେଲେ ଅମିତ ରୋହିହାସ…

ସେମିରେ ଭାରତୀୟ ପୁରୁଷ ହକି ଟିମ

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳୁଛି। ଏହି ଧାରା ବଜାୟ ରଖି ଲଗାତର ଦ୍ୱିତୀୟ ଥର ଅଲିମ୍ପିକ୍ସ ସେମିଫାଇନାଲରେ ପହଂଚିଛି ଭାରତୀୟ ପୁରୁଷ ହକି ଟିମ। ଭାରତ କ୍ୱାର୍ଟର ଫାଇନାଲ ମୁକାବିଲାରେ ପେନାଲିଟି ସୁଟଆଉଟରେ ଗ୍ରେଟ ବ୍ରିଟେନକୁ…