Tag: #Paris2024  #ParisOlympics2024 #ParisOlympics #OlympicGames

କୁସ୍ତି ସେମିଫାଇନାଲରେ ଭାରତର ଅମନ

କୁସ୍ତି ପ୍ରତିଯୋଗିତାରେ ସେମିଫାଇଲାରେ ପହଞ୍ଚିଲେ ଅମନ ସହରାୱତ । ୫୭ କିଲୋଗ୍ରାମ ବର୍ଗର କ୍ୱାର୍ଟର ଫାଇନାଲରେ ଆଲବେନିଆର ଜେଲିମଖାନ ଏବକୋରଭଙ୍କୁ ପରାସ୍ତ କରି ସେମି ଫାଇନାଲରେ ପ୍ରବେଶ କରିଛନ୍ତି ।ଅଲବାନିଆର ପ୍ରତିଦ୍ବନ୍ଦୀଙ୍କୁ ୧୨-୦ରେ ହରାଇଛନ୍ତି । ଅମନ ସେହରାୱତ ସେମିଫାଇନାଲରେ ଜାପାନର…

ମହିଳା କୁସ୍ତିର ସେମିଫାଇନାଲରେ ପ୍ରବେଶ କଲେ ଭାରତର ଭିନେଶ ଫୋଗଟ୍

ପ୍ୟାରିସ ଅଲିମ୍ପିକ୍ସର ମହିଳା କୁସ୍ତିର ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ଭିନେଶ ଫୋଗଟ୍ । ଅଲିମ୍ପିକ୍ ଚାମ୍ପିଅନ୍ ତଥା ଚାରିଥର ବିଶ୍ୱ ଚାମ୍ପିଅନ୍ ଜାପାନର ୟୁୟୁ ସୁସାକିଙ୍କୁ ୩-୨ରେ ହରାଇଥିଲେ କ୍ବାର୍ଟରଫାଇନାଲରେ ପ୍ରବେଶ କରିଥିଲେ । ମହିଳା ୫୦ କେଜି ବର୍ଗରେ…

ଜାଭେଲିନ ଥ୍ରୋ ଫାଇନାଲରେ ଭାରତର ନୀରଜ ଚୋପ୍ରା

­ଚଳିତ ପ୍ୟାରିସ୍‌ ଅଲମ୍ପିକ୍ସରେ ଆଜି ଜାଭେଲିନ ଥ୍ରୋ ଏଭେଣ୍ଟରେ ଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ନୀରଜ ଚୋପ୍ରା । ଆଜି କ୍ୱାଲିଫାୟରର ପ୍ରଥମ ଥ୍ରୋ ରେ ସେ ୮୯.୩୪ ମିଟର ଦୂରତାରେ ଥ୍ରୋ ପକାଇ ଫାଇନାଲରେ ପ୍ରବେଶ କରିଛନ୍ତି । ଚଳିତ…

ଅଲିମ୍ପିକ୍ସ ସୁଟିଂରେ ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା ମନୁ ଭାକର

ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ମେଡାଲ ମିଳିଛି । ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ମନୁ ଭାକର ବ୍ରୋଞ୍ଜ ପଦକ ଜିତିଛନ୍ତି । ଅଲିମ୍ପିକ୍ସ ସୁଟିଂରେ ପଦକ ଜିତିବାରେ ସେ ହେଉଛନ୍ତି ପ୍ରଥମ ମହିଳା । ଏହା ସହିତ…

ନ୍ୟୁଜିଲାଣ୍ଡକୁ ହରାଇ ପୁରୁଷ ହକିରୁ ଭାରତର ବିଜୟ ଅଭିଯାନ ଆରମ୍ଭ

ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ପ୍ରଥମ ମ୍ୟାଚରୁ ବିଜୟ ଅଭିଯାନ ଆରମ୍ଭ କରିଛି । ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୩-୨ ଗୋଲରେ ପରାସ୍ତ କରିଛି ଭାରତୀୟ ଦଳ। ଖେଳ ଶେଷ ହେବାକୁ କିଛି ସମୟ ଥିଲାବେଳେ ଅନ୍ତିମ…