Tag: Parliament

Parliament’s Monsoon Session: ଜୁଲାଇ ୨୦ରୁ ମୌସୁମୀକାଳୀନ ଅଧିବେଶନ; ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିବ ବିଜେଡି

ସଂସଦରେ ଜୁଲାଇ ୨୦ରୁ ମୌସୁମୀକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏନେଇ ଦିଲ୍ଲୀରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ନେତା ତଥା ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଯୋଗଦାନ କରିଛନ୍ତି। ଏହାସହିତ ବିଜୁ…

Naveen Demands Parliament Debate On Paper Leak: ପରୀକ୍ଷା ବ୍ୟବସ୍ଥା ଉପରେ ଭାଙ୍ଗିଛି ଭରସା; ସଂସଦରେ ବ୍ୟାପକ ଆଲୋଚନା ଓ ସଂସ୍କାର ଦାବି କଲେ ନବୀନ

ଦେଶର ଶିକ୍ଷା ବ୍ୟବସ୍ଥା ଓ ପରୀକ୍ଷା ପ୍ରକ୍ରିୟାର ବିଶ୍ୱସନୀୟତାକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଜଡ଼ିତ ଏହି ପ୍ରସଙ୍ଗକୁ ସଂସଦରେ…

Constitution Amendment Bill: ଲୋକସଭାରେ ଆଗତ ହେଲା ୩ ଗୁରୁତ୍ବପୂର୍ଣ୍ଣ ସମ୍ବିଧାନ ସଂଶୋଧନ ବିଲ୍

ଲୋକସଭାରେ ସମ୍ବିଧାନ ସଂଶୋଧନ ବିଲ୍ ଆଗତ । ୩ଟି ବିଲ୍‌ ଆଗତ କଲେ ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ୍ । ଗୋଟିଏ ବିଲ୍‌ ଆଗତ କଲେ ଗୃହ ମନ୍ତ୍ରୀ ଅମିତ ଶାହ । ୧୩୧ତମ ସଂଶୋଧନ ବିଲ୍ କୁ ଉପସ୍ଥାପନ…

Pravati Hails Narishakti Vandan Act: ନାରୀଶକ୍ତି ଅଧିବେଶନ ଅମୃତକାଳର ଅମୃତବେଳା: ପ୍ରଭାତୀ ପରିଡା

ଚଳିତ ବର୍ଷ ଏପ୍ରିଲ ୧୬ରୁ ୧୮ ତାରିଖ ଦେଶର ୨୫ବର୍ଷର ଅମୃତକାଳର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅମୃତ ବେଳା ହେବାକୁ ଯାଉଛି । ଏ ନେଇ ସୂଚନା ଦେଇଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ସଂସଦରେ ତ୍ରିଦିବସୀୟ ମାତୃଶକ୍ତି…

Women’s Reservation Bill: ଏପ୍ରିଲରେ ହେବ ମହିଳା ସଂରକ୍ଷଣ ବିଲ୍‌ ପାଇଁ ସ୍ବତନ୍ତ୍ର ଅଧିବେଶନ

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ପଦକ୍ଷେପ । ଏପ୍ରିଲରେ ହେବ ସଂସଦର ସ୍ବତନ୍ତ୍ର ଅଧିବେଶନ । ମହିଳା ସଂରକ୍ଷଣ ବିଲ୍‌ ପାଇଁ ସ୍ବତନ୍ତ୍ର ଅଧିବେଶନ ହେବାକୁ ଯାଉଛି । ବିଲ୍‌କୁ ନେଇ ବିଭିନ୍ନ ଦିଗ ଉପରେ ଆଲୋଚନା ହେବ । ବିଲ୍‌…

Delhi Bomb Threat: ସଂସଦ ସମେତ ଦିଲ୍ଲୀର ୯ଟି ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ

ଦିଲ୍ଲୀ ସଂସଦ ଭବନ ସମେତ ଦିଲ୍ଲୀର ନଅ ସ୍କୁଲକୁ ବୋମା ଧମକ ଆସିଛି । ୧୩ ତାରିଖ ଦିନ ୧ଟା ୧୧ରେ ବିସ୍ଫୋରଣ କରାଇବାକୁ ଖଲିସ୍ତାନ ନାଁରେ ମେଲ୍‌ରେ ବୋମା ଧମକ ଆସିଛି । ଏହି ଧମକ ପରେ ଦିଲ୍ଲୀ ପୋଲିସ,…

Parliament Faceoff: ସଂସଦ ଭବନ ବାହାରେ ମୁହାଁମୁହିଁ ହେଲେ ରାହୁଲ ଗାନ୍ଧି ଓ ରବନୀତ ସିଂ ବିଟ୍ଟୁ

ସଂସଦ ଭବନ ପରିସରରେ ପ୍ରଦର୍ଶନ ସମୟରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ କେନ୍ଦ୍ର ମନ୍ତ୍ରୀ ରବନୀତ ସିଂ ବିଟ୍ଟୁଙ୍କ ମଧ୍ୟରେ ଯୁକ୍ତିତର୍କ ସ୍ଥିତି ଦେଖିବାକୁ ମିଳିଛି। ବିରୋଧୀଙ୍କ ବିରୋଧ ଯୋଗୁଁ ବୁଧବାର ଲୋକସଭା ମୁଲତବୀ ହେବା ପରେ,…

Budget Session Begins: ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ

ସଂସଦର ବଜେଟ ଅଧିବେଶନ ଆଜି ଆରମ୍ଭ ହେଉଛି।ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଗୃହକାର୍ଯ୍ୟ। ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ଯୋଜନା। ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାଧାରଣ ବଜେଟ ଉପସ୍ଥାପନ କରିବେ। ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ-ପ୍ରଥମ ପର୍ଯ୍ୟାୟ…

ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ

ଏଣିକି ସଂସଦ ଭବନରେ ସ୍ଥାନ ପାଇବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ, ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଚକ । ସ୍ୱତନ୍ତ୍ର ସ୍ଥାନରେ ସମ୍ମାନର ସହ ସ୍ଥାନିତ ହେବ ରଥ ଚକ । ଓଡ଼ିଶା ଗସ୍ତରେ…