ରାଜ୍ୟ ବିଭାଜନ ବିଭୀଷିକା ସ୍ମୃତିଦିନ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ August 14, 2025 Nirvay ସ୍ଥାନୀୟ ଜୟଦେବ ଭବନ ଠାରେ ଭାରତୀୟ ଇତିହାସ ସଂକଳନ ସମିତି ପକ୍ଷରୁ ଆୟୋଜିତ ବିଭାଜନ ବିଭୀଷିକା ସ୍ମୃତିଦିନ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ବିଭାଜନ ଆମକୁ ଯେତିକି କଷ୍ଟ ଦେଇଛି, ତାଠାରୁ ଅଧିକ ଜୀବନ ସଂଗ୍ରାମ…