Tag: passed away

ପରଲୋକରେ ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନ; ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହ ମାଝୀ

ଚିରନିଦ୍ରାରେ ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନ । ୧୦୨ ବର୍ଷ ବୟସରେ ଝାରସୁଗୁଡ଼ା ଜିଲ୍ଲା ବାଘମୁଣ୍ଡାସ୍ଥିତ ନିଜ ବାସଭବନରେ ପରଲୋକ ହୋଇଛି।ମକରଧ୍ୱଜ ପ୍ରଧାନ ଦୀର୍ଘ ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ । ଶୁକ୍ରବାର…

ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ଦେହାନ୍ତ

ଗଞ୍ଜାମ ପୋଲସରାର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ। ଗୁରୁବାର ରାତି ପ୍ରାୟ ୯ଟା ବେଳେ ତାଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । ଏକାଧିକ ବ୍ରେନ ହାମରେଜ ସହ ବିଭିନ୍ନ ଜାଗାରେ ରକ୍ତ…

ବିଶିଷ୍ଟ ଶିଳ୍ପପତି ରତନ ଟାଟା ବିୟୋଗରେ ଦିନିକିଆ ଶୋକ ଘୋଷଣା କଲେ ଝାଡ଼ଖଣ୍ଡ ଓ ମହାରାଷ୍ଟ୍ର ସରକାର

୮୬ ବର୍ଷ ବୟସରେ ସବୁଦିନ ପାଇଁ ଆଖି ବୁଜି ଦେଇଛନ୍ତି ବିଶିଷ୍ଟ ଶିଳ୍ପପତି ରତନ ଟାଟା । ଆଜି ରାଜକୀୟ ସମ୍ମାନ ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ଅନ୍ୟପଟେ ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକରେ ଦିନିକିଆ ଶୋକ…

ଉଦ୍ୟୋଗପତି ତଥା ଟାଟା ସନ୍ସର ଚେୟାରମ୍ୟାନ ରତନ ଟାଟାଙ୍କ ଦେହାନ୍ତ

ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟାଙ୍କର ବୁଧବାର ମୁମ୍ବାଇର ବ୍ରେକ୍ କ୍ୟାଣ୍ଡି ହସ୍ପିଟାଲରେ ଦେହାନ୍ତ ହୋଇଛି। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ୮୬ ବର୍ଷ ବୟସରେ ଦେହାନ୍ତ ହୋଇଛି ।ରତନ ଟାଟାଙ୍କ ବିୟୋଗ ବାବଦରେ ବିଶିଷ୍ଟ ଶିଳ୍ପପତି ହର୍ଷ ଗୋୟେଙ୍କା ଏକ୍ସରେ…

ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ

କଳାହାଣ୍ଡି ଜିଲ୍ଲାର କେସିଙ୍ଗା ଓ ନର୍ଲା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଧନେଶ୍ୱର ମାଝୀଙ୍କର ପରଲୋକ ଘଟିଛି । ୮୪ ବର୍ଷ ବୟସରେ ସେ ଇହଲୀଳା ତ୍ୟାଗ କରିଛନ୍ତି । କଳାହାଣ୍ଡି ଜିଲ୍ଲା…

ପରଲୋକରେ ବରିଷ୍ଠ କମ୍ୟୁନିଷ୍ଟ ନେତା ସୀତାରାମ ୟେଚୁରୀ

ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ-ଏମ୍)ର ସାଧାରଣ ସଂପାଦକ ସୀତାରାମ ୟେଚୁରୀଙ୍କ ଦେହାନ୍ତ । ନୂଆଦିଲ୍ଲୀ ଏମ୍‌ସରେ ୭୨ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଫୁସ୍‌ଫୁସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ। ସୂଚନା ମୁତାବକ; ଅଗଷ୍ଟ ୧୯ ତାରିଖ ସନ୍ଧ୍ୟାରେ ନିମୋନିଆ…