Tag: Passes away

କବି ରମାକାନ୍ତ ରଥଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ 

ଯଶସ୍ବୀ ସାହିତ୍ୟ ସାଧକ କବି ରମାକାନ୍ତ ରଥଙ୍କ ବିୟୋଗ ରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ବର୍ଗତ ରମାକାନ୍ତ ରଥ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ପଟନାୟକ କହିଛନ୍ତି…

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ; ଦୁଃଖ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ କଲେ ଘୋଷଣା 

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ରମାକାନ୍ତ ରଥଙ୍କ ଶେଷକୃତ୍ୟ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ

ବିଶିଷ୍ଟ କବି ରମାକାନ୍ତ ରଥଙ୍କ ପରଲୋକ। ୯୦ ବର୍ଷ ବୟସରେ ଭୁବନେଶ୍ୱର ଖାରବେଳ ନଗର ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି । ପଦ୍ମଭୂଷଣ ରମାକାନ୍ତ ରଥ ଓଡ଼ିଆ ସାହିତ୍ୟ ଜଗତର ଜଣେ ଆଧୁନିକ କବି ଭାବେ ବେଶ ଲୋକପ୍ରିୟ ଥିଲେ…

ବରିଷ୍ଠନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଓଡ଼ିଶା ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଅନନ୍ତ ଦାସ(୮୬)ଙ୍କ ବର୍ଷ ବୟସରେ ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ସେ…

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ 

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ…

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ

ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟା ସମୟରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୂ ସୂଚନା ମିଳିଛି ।ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ…

ଅଯୋଧ୍ୟା ରାମ ମନ୍ଦିର ମୁଖ୍ୟ ପୂଜକଙ୍କ ପରଲୋକ 

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିରର ମୁଖ୍ୟ ପୂଜକ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଲକ୍ଷ୍ନୌ ପିଜିଆଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଆଜି ହସ୍ପିଟାଲ ପକ୍ଷରୁ ସୂଚନା…

କୋଟପାଡ଼ ପୂର୍ବତନ ବିଧାୟକ ସଦନ ନାୟକଙ୍କ ପରଲୋକ

ପରଲୋକରେ କୋଟପାଡ଼ ପୂର୍ବତନ ବିଧାୟକ ସଦନ ନାୟକ । ୭୧ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମାଝୀ ମହାପ୍ରଭୁଙ୍କ ନିକଟରେ ଦିବଂଗତ…

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ୧୦୦ ବର୍ଷ ବୟସରେ ଦେହାନ୍ତ

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କର ୧୦୦ ବର୍ଷ ବୟସରେ ପରଲୋକ ଘଟିଛି। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। କାର୍ଟର ୨୦୧୬ରେ ଚତୁର୍ଥ ପର୍ଯ୍ୟାୟ କର୍କଟ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଥିଲା। ତେବେ କର୍କଟ ରୋଗ ହୋଇଥିଲେ ମଧ୍ୟ…

ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଡ.ମନମୋହନ ସିଂଙ୍କ ଗତକାଲି ରାତିରେ ପରଲୋକ ଘଟିଛି । ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୯୨ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂ । ତାଙ୍କ ବିୟୋଗରେ…