Tag: Passes away

Former Bonai MLA Passes Away: ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ

ସୁନ୍ଦରଗଡ଼ ଜିଲ୍ଲା ବଣାଇ ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ ଘଟିଛି । ଖୁଟୁଗାଁରେ ୯୨ ବର୍ଷ ବୟସରେ ଆଖି ବୁଜିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର । ଲଗାତାର ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେମେନ୍ଦ୍ର । ୧୯୬୧,…

ପରଲୋକରେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ; ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପରଲୋକରେ ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୫୨ ବର୍ଷ ବୟସରେ ବିୟୋଗ ହୋଇଛି । ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରୁ ୨ ଥର ବିଧାୟକ ହୋଇଥିଲେ । କିଡ଼ନୀ ରୋଗରେ…

ପରଲୋକରେ ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ

ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଳ୍ଲିକଙ୍କ ଦେହାନ୍ତ । ମୃତବେଳକୁ ତାଙ୍କ ୭୯ ବର୍ଷ ବୟସ ହୋଇଥିଲା ।ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ଆଜି ପ୍ରାୟ ୧ଟା ସମୟରେ ସେ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ…

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର ପ୍ରତିଷ୍ଠାତା ଶିବୁ ସୋରେନଙ୍କ ଦେହାନ୍ତ। ୮୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ସେ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ସୋମବାର…

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍‌ ଅଚ୍ୟୁତାନନ୍ଦନଙ୍କ ପରଲୋକ

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍‌ ଅଚ୍ୟୁତାନନ୍ଦନଙ୍କ ପରଲୋକ । ୧୦୧ ବର୍ଷ ବୟସରେ ଆଖି ବୁଜିଲେ ଭି.ଏସ୍‌ ଅଚ୍ୟୁତାନନ୍ଦନ । ଏ ନେଇ ସିପିଆଇ(ଏମ) ପକ୍ଷରୁ ସୂଚନା ମିଳିଛି । ଅଚ୍ୟୁତାନନ୍ଦନ ଦୀର୍ଘ ସମୟ ଧରି ରୋଗାଗ୍ରସ୍ତ ରହିଥିଲେ । ୨୩…

ପରଲୋକରେ ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକ

ପରଲୋକରେ କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକ। ୭୪ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମଲ୍ଟି ଅର୍ଗାନ ଫେଲର ହେବା କାରଣରୁ ସେ…

ହାସ୍ୟ ଅଭିନେତା ଅଜୟ ନାୟକଙ୍କ ପରଲୋକ

ପରଲୋକରେ ହାସ୍ୟ ଅଭିନେତା ଅଜୟ ନାୟକ । ଓଡ଼ିଆ ଟେଲିଭିଜନର ହାସ୍ୟ ଅଭିନେତା ଅଜୟ ନାୟକଙ୍କର ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅଜୟଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା । ୫୦ ବର୍ଷ ବୟସରେ କ୍ୟାପିଟାଲ ହସ୍‌ପିଟାଲ୍‌ରେ ତାଙ୍କର ଦେହାନ୍ତ…

ପରଲୋକରେ ବଲିଉଡ୍‌ ଅଭିନେତା ମନୋଜ କୁମାର

ଚଳଚ୍ଚିତ୍ର ଜଗତରେ ଖୁବ୍ ଜଣାଶୁଣା ‘ଭାରତ କୁମାର’ ନାମରେ ପରିଚିତ ଭାରତୀୟ ଅଭିନେତା ଏବଂ ଚଳଚ୍ଚିତ୍ର ନିର୍ଦ୍ଦେଶକ ମନୋଜ କୁମାରଙ୍କ ପରଲୋକ। ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ବଲିଉଡର ବରିଷ୍ଠ ଅଭିନେତା ମନୋଜ କୁମାରଙ୍କ ପରଲୋକ ହୋଇଛି । ମୁମ୍ବାଇର…

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ 

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ…

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ । ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସ ଭବନରେ ତାଙ୍କର ଦେହାନ୍ତ ହୋଇଛି। ସେ…