Tag: Passes away

ପରଲୋକରେ ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତି

ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ହଠାତ ଅସୁସ୍ଥ ହୋଇପଡ଼ିଥିଲେ।…

ପରଲୋକରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣା

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସୋମନାହଲ୍ଲୀ ମଲ୍ଲୈୟା କ୍ରିଷ୍ଣାଙ୍କ ପରଲୋକ। ରାତି ପ୍ରାୟ ସାଢ଼େ ୨ଟାରେ ବେଙ୍ଗାଲୁରୁର ସଦାଶିବନଗରସ୍ଥିତ ତାଙ୍କ ବାସଭବନରେ ପରଲୋକ ଘଟିଛି। ସେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ରହିବା ସହ ମହାରାଷ୍ଟ୍ରର ରାଜ୍ୟପାଳ ଓ ବୈଦେଶିକ ମନ୍ତ୍ରୀ ମଧ୍ୟ ଥିଲେ ।…

ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ

ପରଲୋକରେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ା । ୬୫ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁଅ କଳିଙ୍ଗ କେଶରୀ ପରିଡ଼ା । ସେ ଓଡ଼ିଶା ରାଜନୀତିରେ ଓଡ଼ିଶା ଗଣ…