Tag: Passes away

ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ ଅର୍ଥନୀତିଜ୍ଞ ଡ.ମନମୋହନ ସିଂଙ୍କ ଗତକାଲି ରାତିରେ ପରଲୋକ ଘଟିଛି । ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୯୨ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂ । ତାଙ୍କ ବିୟୋଗରେ…

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ। ୯୨ ବର୍ଷ ବୟସରେ ଡକ୍ଟର ମନମୋହନ ସିଂହଙ୍କ ପରଲୋକ ହୋଇଛି । ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଗୁରୁବାର ବିଳମ୍ବିତ ରାତିରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା।…

କଳାହାଣ୍ଡି ବିଶ୍ବବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ

କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ପରଲୋକ । ଆଜି ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ମେଡ଼ିକାଲରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ହେବ କର୍କଟରେ ଆକ୍ରାନ୍ତ…

ପରଲୋକରେ ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତି

ପୂର୍ବତନ ବିଧାୟକ ବିଜୟ (ବାଦଲ) ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ପୂର୍ବରୁ ତାଙ୍କୁ ହୃଦଘାତ ହୋଇଥିଲା । ସେବେଠୁ ସେ ଅସୁସ୍ଥ ରହିଆସୁଥିଲେ । ଆଜି ହଠାତ ଅସୁସ୍ଥ ହୋଇପଡ଼ିଥିଲେ।…

ପରଲୋକରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣା

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସୋମନାହଲ୍ଲୀ ମଲ୍ଲୈୟା କ୍ରିଷ୍ଣାଙ୍କ ପରଲୋକ। ରାତି ପ୍ରାୟ ସାଢ଼େ ୨ଟାରେ ବେଙ୍ଗାଲୁରୁର ସଦାଶିବନଗରସ୍ଥିତ ତାଙ୍କ ବାସଭବନରେ ପରଲୋକ ଘଟିଛି। ସେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ରହିବା ସହ ମହାରାଷ୍ଟ୍ରର ରାଜ୍ୟପାଳ ଓ ବୈଦେଶିକ ମନ୍ତ୍ରୀ ମଧ୍ୟ ଥିଲେ ।…

ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ

ପରଲୋକରେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ା । ୬୫ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁଅ କଳିଙ୍ଗ କେଶରୀ ପରିଡ଼ା । ସେ ଓଡ଼ିଶା ରାଜନୀତିରେ ଓଡ଼ିଶା ଗଣ…