ତାଜା ଖବର ରାଜ୍ୟ Newborn Boy Rescued In Bhubaneswar: ରାଜଧାନୀରେ ଅଟୋ ଭିତରୁ ନବଜାତ ଶିଶୁପୁତ୍ର ଉଦ୍ଧାର March 31, 2026 Papirani ରାଜଧାନୀରେ ଅଟୋ ଭିତରୁ ନବଜାତ ଶିଶୁପୁତ୍ର ଉଦ୍ଧାର। ଉଦ୍ଧାର କଲା କମିଶନରେଟ ପୋଲିସ । ଭୁବନେଶ୍ବର ପଟିଆ ଶୁଭମ ଆପାର୍ଟମେଣ୍ଟ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଉଦ୍ଧାର ପରେ ଶିଶୁପୁତ୍ରକୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି ।…