Tag: PCC

Bhakta Das’ Stand On Odisha Budget 2026: ଖର୍ଚ୍ଚ କରିନପାରିଲେ ବଜେଟର କଳେବର ବଢ଼ାଇଲେ କି ଲାଭ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଥିବାବେଳେ କରିଥିବାବେଳେ ନୂଆା ବଜେଟକୁ ପିସିସି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି । ଖର୍ଚ୍ଚ ତ କରିପାରୁନ; ବଜେଟର କଳେବର…

ତ୍ବରାନ୍ବିତ ହେବ ‘ଭୋଟ୍ ଚୋର, ଗାଦି ଛାଡ’ ଦସ୍ତଖତ ଅଭିଯାନ: ଅରବିନ୍ଦ ଦାସ

ସଂଗଠନ ସୃଜନ ଅଭିଯାନ ମାଧ୍ୟମରେ ଓଡିଶା ପ୍ରଦେଶ କଂଗ୍ରେସର ସମସ୍ତ ୩୫ ସାଂଗଠନିକ ଜିଲ୍ଲାର ସଭାପତିମାନଙ୍କ ନାମ ଘୋଷଣା କରାଯାଇଛି। ତେଣୁ ରାଜ୍ୟରେ ଗତ ୧୭ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ‘ଭୋଟ୍ ଚୋର, ଗାଦି ଛାଡ’ ଦସ୍ତଖତ ଅଭିଯାନ ତ୍ବରାନ୍ବିତ ହେବ…

କେନ୍ଦ୍ରାପଡ଼ା ଘଟଣାରେ ଗଠିତ ହେଲା ପିସିସି ଅନୁଧ୍ୟାନ କମିଟି

ରାଜ୍ୟରେ ନାରୀ ନିର୍ଯାତନା ଅଣାୟତ୍ତ ହୋଇଥିବା ବେଳେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡ଼ପଡ଼ା ଗ୍ରାମପଞ୍ଚାୟତର କାଠିଆପଡ଼ା ଗ୍ରାମରେ ଆଉ ଏକ ଅଭାବନୀୟ ଘଟଣା ଘଟିଛି । ପୁରୁଷ ବନ୍ଧୁଙ୍କ ଅମାନବୀୟ ନିର୍ଯାତନା ବିରୋଧରେ ଅଭିଯୋଗ ସତ୍ତ୍ୱେ…

ସୁନ୍ଦରଗଡ଼ ନାବାଳିକା ଦୁଷ୍କର୍ମ ଘଟଣାର ତଥ୍ୟ ଅନୁଧ୍ୟାନ ପାଇଁ କମିଟି ଗଠନ କଲା ପିସିସି

ସୁନ୍ଦରଗଡ଼ ଜିଲ୍ଲାର ତଲସରା ଅଞ୍ଚଳରେ ଜଣେ ନାବାଳିକାକୁ ଅପହରଣ ଓ ୧୪ ଦିନ ପର୍ଯ୍ୟନ୍ତ ଏକ ଭଡ଼ା ଘରେ ରଖି ଦୁଷ୍କର୍ମ କରିବା ଘଟଣାର ତଥ୍ୟ ଅନୁଧ୍ୟାନ କରିବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଏକ…

ନିମାପଡା ଛାତ୍ରୀ ପୋଡି ଘଟଣାର ଅନୁଧ୍ୟାନ କଲା ପିସିସି ତଥ୍ୟ ଅନୁଧ୍ୟାନ କମିଟି

ପୁରୀ ଜିଲ୍ଲା ଅନ୍ତର୍ଗତ ନିମାପଡା ବିଧାନସଭା ନିର୍ବାଚନ ମଣ୍ଡଳିରେ ଦୁବୃର୍ତ୍ତମାନଙ୍କ ଦ୍ବାରା ହୋଇଥିବା ଛାତ୍ରୀକୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେବା ଘଟଣାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଭକ୍ତ ଚରଣ ଦାସ ଅତ୍ୟନ୍ତ ଉଦ୍‌ବେଗ ପ୍ରକାଶ କରିବା ସହ…