ତାଜା ଖବର ରାଜ୍ୟ ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ November 7, 2024 Papi Jena ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ। ଏନେଇ ସୂଚନା ଦେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି ଯେ, ଗହମ ଆସି ଯାଇଛି କିନ୍ତୁ ସରକାରୀ ସ୍ତରରେ କାମ ସରି…