Tag: PDS Beneficiaries

E-KYC Deadline: ପିଡିଏସ୍‌ ହିତାଧିକାରୀଙ୍କ ପାଇଁ e-KYC ଅବଧି ବୃଦ୍ଧି

ପିଡିଏସ୍‌ ହିତାଧିକାରୀଙ୍କ ପାଇଁ e-KYC ବୃଦ୍ଧି କଲେ ରାଜ୍ୟ ସରକାର । ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କ ପାଇଁ ଆଧାରଯୁକ୍ତ e-KYC ଅବଧିକୁ ସରକାର ଆଉ ଦୁଇ ମାସ ବୃଦ୍ଧି କରାଯାଇଛି । ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କଲେ…