Tag: Pension

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ବଢ଼ିଲା ଭତ୍ତା

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର ।…

ଜରୁରୀକାଳୀନ ପରିସ୍ଥିତି ସମୟରେ ଜେଲ୍‌ ଯାଇଥିବା ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ: ମୁଖ୍ୟମନ୍ତ୍ରୀ

ଓଡିଆ ଅସ୍ମିତାର ନିଦର୍ଶନ ସ୍ୱରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ୨୦,୦୦୦ ଟଙ୍କା ପେନସନ

ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ ମିଳିବ ୨୦ ହଜାର ଟଙ୍କାର ପେନସନ । ପୂର୍ବରୁ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବରେ ମୁଖ୍ୟ ଅତିଥି…

ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌କୁ ମିଳିଲା ମଞ୍ଜୁରୀ

ୟୁନିଫାଏଡ୍‌ ପେନସନ୍‌ ସ୍କିମ୍‌ (UPS)କୁ କେନ୍ଦ୍ର କ୍ୟାବିନେଟ୍‌ର ମଞ୍ଜୁରୀ। ନୂଆ ପେନସନ୍ ସ୍ମିମ୍ (ଏନପିଏସ୍)ରେ ସୁଧାର ଆଣିବା ଲାଗି କମିଟି ଗଠନ କରାଯାଇଥିଲା । ବିସ୍ତୃତ୍ଵ ଆଲୋଚନା ପରେ କମିଟିର ରିପୋର୍ଟ ଆଧାରରେ ଏହି ନୂଆ ସ୍କିମ୍‌କୁ ମଞ୍ଜୁରୀ ମିଳିଛି ।…

୩,୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତା

ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପାଇଁ ପ୍ରସ୍ତୁତି ଚାଲିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି। ସେଥିପାଇଁ…