Tag: Phulbani

CM Pays Tribute to Swami Laxmanananda: ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରାଯିବ: ମୁଖ୍ୟମନ୍ତ୍ରୀ

କନ୍ଧମାଳର ସନ୍ଥ, ପୂଜ୍ୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଅମ୍ଳାନ ସୃତିକୁ ଉଜ୍ଜୀବିତ କରି ରଖିବା ପାଇଁ ତଥା କନ୍ଧମାଳର ଜନଜାତିଙ୍କ ପାଇଁ ତାଙ୍କ ସେବା ଓ ତ୍ୟାଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କନ୍ଧମାଳରେ ପ୍ରତିଷ୍ଠିତ ‘ସରକାରୀ ଭେଷଜ…

Minor Girl Rape & Murder Case in Phulbani: ଫୁଲବାଣୀରେ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା; ଦୋଷୀକୁ ଆଜୀବନ କାରାଦଣ୍ଡ

୨୦୧୯ରେ ଫୁଲବାଣୀ ରାଇକିଆ ଥାନା ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମିଳିଲା ଆଜୀବନ କାରାଦଣ୍ଡ । ଦୋଷୀ ସୁମନ୍ତ ଦିଗାଲକୁ ସଜା ଶୁଣାଇଲେ ପୋକ୍ସୋ କୋର୍ଟ । ଏହାସହ ପୀଡ଼ିତଙ୍କ ପରିବାରକୁ ୮ ଲକ୍ଷ ଟଙ୍କା କ୍ଷତିପୂରଣ…

ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ…

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ହେଲଥ ଅଫିସର ତଥା ତାଳଚେର ସବ-ଡିଭିଜନ ହସ୍ପିଟାଲର ମେଡ଼ିକାଲର ଡାକ୍ତର ନିଶିଥ ନିଶାନ୍ତ ମାଲୁଙ୍କୁ ମିଳିଲା ଜେଲ୍‌ ଦଣ୍ଡା ।…

କାର୍ଯ୍ୟରେ ଅବହେଳା ନେଇ ୫ ପୋଲିସ ଉପରେ କାର୍ଯ୍ୟାନୁଷ୍ଠାନ

ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ଘଟଣାରେ କାର୍ଯ୍ୟରେ ଅବହେଳା ନେଇ ୫ ପୋଲିସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଗୋଚ୍ଛାପଡ଼ା ଥାନା ଏଏସଆଇ, ହାବିଲଦାର ଓ ୩ ହୋମଗାର୍ଡଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ୩ ହୋମଗାର୍ଡ…

ଅନାସ୍ଥା ଭୋଟରେ ହାରିଲେ ଫୁଲବାଣୀ ପୌର ପରିଷଦ ବିଜେପି ଅଧ୍ୟକ୍ଷା ଶ୍ରୀମତୀ ସ୍ମିତାରାଣି ମହାନ୍ତି

ଫୁଲବାଣୀ ମ୍ୟୁନିସିପାଲଟିର ଭାରତୀୟ ଜନତା ପାର୍ଟିର ଅଧକ୍ଷା ଶ୍ରୀମତୀ ସ୍ମିତାରାଣି ମହାନ୍ତି ଅନାସ୍ଥା ଭୋଟ ରେ ବିଜେଡି ଠାରୁ ପରାସ୍ତ ହୋଇଛନ୍ତି । ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସ୍ମିତାରାଣି ମହାନ୍ତିଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଅନୁଷ୍ଠିତ…