Tag: Pitabas Panda murder case

Twist In Pitabas Murder Case: ପୀତବାସ ହତ୍ୟାକାଣ୍ଡରେ ନୂଆ ମୋଡ଼

ବ୍ରହ୍ମପୁରରେ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡର ବଡ଼ ଟ୍ୱିଷ୍ଟ । ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ପୋଲିସ ସୂଚନା ଅନୁଯାୟୀ, ପୀତବାସଙ୍କ ସିକ୍ରେଟ୍ ଚାମ୍ବରରେ ଆପତ୍ତିଜନକ ଜିନିଷ ଓ ପେନ୍ ଡ୍ରାଇଭ୍ ମିଳିଛି । ଏଥିରେ ୪ଟି ରଙ୍ଗୀନ ଫଟୋ…

Pitabas Panda Murder case: ପୀତବାସ ପଣ୍ଡାଙ୍କ ହତ୍ୟା ମାମଲା; ଜଣଙ୍କୁ ମିଳିଲା ଜାମିନ

ପୂର୍ବତନ ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଜଣଙ୍କୁ ଜାମିନ ମିଳିଛି । ଅଭିଯୁକ୍ତ ରାଜେନ୍ଦ୍ର ସାହୁଙ୍କ ଜାମିନ୍ ମଞ୍ଜୁର କଲେ ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ୍ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ…

Pitabas Panda Murder: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା; ୩୦ ହଜାରରୁ ଅଧିକ ପୃଷ୍ଠାର ଚାର୍ଜସିଟ୍ ଦାଖଲ

ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ୩୦ ହଜାର ପୃଷ୍ଠାର ଚାର୍ଜସିଟ ଏସଡ଼ିଜେଏମ୍ କୋର୍ଟରେ ଦାଖଲ କଲା ପୋଲିସ । ଏହି ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡର ତଦନ୍ତ କରୁଥିବା ପୁଲିସ ଆଜି ଅପରାହ୍ନରେ ବ୍ରହ୍ମପୁର ଏସଡିଜେଏମ୍…

Pitabas Panda Murder Case: ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା; ପୁଣି ରିମାଣ୍ଡରେ ଗଲେ ୪ ଅଭିଯୁକ୍ତ

ବହୁ ଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୁଣି ରିମାଣ୍ଡରେ ଗଲେ ୪ ଅଭିଯୁକ୍ତ। ସେମାନଙ୍କୁ ପୁଣି ୨ ଦିନଆ ରିମାଣ୍ଡରେ ନେଇଛି ପୋଲିସ। ଆଜି ଅଭିଯୁକ୍ତ ଉମା, ଚିଣ୍ଟୁ, କୁରୁପତି ଓ ଯୋଗେନ୍ଦ୍ରକୁ ୨ ଦିନିଆ ରିମାଣ୍ଡରେ…

Pitabas Panda Murder case: ପୀତବାସ ପଣ୍ଡା ହତ୍ୟା ମାମଲା; ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ଲଢ଼ିବେ ୪୪ ଓକିଲ

ବହୁ ଚର୍ଚ୍ଚିତ ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା ଏବେ କୋର୍ଟରେ ପହଞ୍ଚିଛି । ଏହି ହତ୍ୟାକାଣ୍ଡର ମାଷ୍ଟର ମାଇଣ୍ଡ ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ମାମଲା ଲଢ଼ିବେ ୪୪ ଓକିଲ ।…

Pitabas Murder Case: ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଜେଡ଼ି ବିଧାୟକ ବିକ୍ରମ ପଣ୍ଡା ଅଟକ

ବହୁ ଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଜେଡ଼ି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଛି ପୁଲିସ୍। ବିଳମ୍ବିତ ରାତିରେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଜେରା…