Tag: Pitabash Panda Murder Case

Pitabash Panda Murder Case: ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ବ୍ରହ୍ମପୁର ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଇଛି । ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି । ପୀତବାସଙ୍କ ପତ୍ନୀଙ୍କ ପ୍ରେସମିଟ୍‌ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି…

Pitabas Panda murder case: ପୀତବାସ ହତ୍ୟା ମାମଲା: ବିକ୍ରମଙ୍କ ବିପକ୍ଷରେ ୨୦୯ ଆଇନଜୀବୀଙ୍କ ପିଟିସନ ଦାଖଲ

ବହୁ ଚର୍ଚ୍ଚିତ ପୀତବାସ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ବିପକ୍ଷରେ ୨୦୯ ଓକିଲଙ୍କ ପିଟିସନ ଦାଖଲ ।ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ବିରୋଧରେ ୨୦୯ ଜଣ ଓକିଲ ଏକ ପିଟିସନ୍ ଦାଖଲ କରିଛନ୍ତି ।…

Pitabash Panda Murder Case: ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତକୁ ରିମାଣ୍ଡରେ ନେଲା ପୋଲିସ

ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସ ରିମାଣ୍ଡରେ ନେଇଛି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗତକାଲି ରାତିରେ କୁରୁପତି ଭୂୟାଁ ଓ ଉମା ବିଷୋୟୀକୁ ପୋଲିସ…

Pitabash Panda Murder Case: ବିଜେଡିର ଅଭିଯୋଗ ନିଜ ଅପରିପକ୍ୱତାର ପରିଚୟ: ବିଜେପି

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପ ସଭାପତି ଡ଼ ଯତୀନ ମହାନ୍ତି କହିଛନ୍ତି ଯେ, ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡର ରାଜନୀତିକରଣ ହେବା ଅନୁଚିତ । ବ୍ରହ୍ମପୁର ଏସପିଙ୍କ ବିବୃତି ପରେ ବିଜୁ ଜନତା ଦଳ ତରଫରୁ ସାମ୍ବାଦିକ…

Pitabash Panda Murder Case: ଆଇନଜୀବୀ ପୀତବାସ ହତ୍ୟା ମାମଲାରେ ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାଶ ଗିରଫ

ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ…