ତାଜା ଖବର ରାଜ୍ୟ Odisha Plus Two Exam: ଚଳିତ ବର୍ଷ ଅନଲାଇନରେ ହୋଇପାରେ ଯୁକ୍ତ ଦୁଇ ଖାତା ଦେଖା January 13, 2026 Papirani ଯୁକ୍ତ ୨ ପରୀକ୍ଷାରେ ଚଳିତ ବର୍ଷ ହୋଇପାରେ ଅନଲାଇନ୍ ଖାତା ଦେଖା । କଳା ବିଭାଗ ପାଇଁ ପ୍ରସ୍ତୁତି କରାଯାଉଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ସ୍ୱଚ୍ଛ, ନିରପେକ୍ଷ, ସମୟାନୁବର୍ତ୍ତିତା ପାଇଁ ଅନଲାଇନ୍ ଖାତା…