Tag: PM Modi

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ମୋଦୀଙ୍କ ପ୍ରଶଂସା କଲେ ଟ୍ରମ୍ପ୍‌

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ । ଐତିହାସିକ ଗାଜା ଶାନ୍ତି ଚୁକ୍ତି ସ୍ବାକ୍ଷର ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୂରି ଭୂରି ପ୍ରଶଂସା କଲେ ରାଷ୍ଟ୍ରପତି ଟ୍ରମ୍ପ୍‌ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ସାମ୍ନାରେ ମୋଦିଙ୍କ ପ୍ରଶଂସା…

ଝାରସୁଗୁଡାରେ ୬୦,୦୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା କାଲି ଓଡ଼ିଶା ଗସ୍ତରେ ଆସିବେ । ପ୍ରାୟ ୧୧:୩୦ ସମୟରେ ସେ ଝାରସୁଗୁଡାରେ ୬୦,୦୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ । ଏହି ପ୍ରକଳ୍ପଗୁଡ଼ିକ ରାସ୍ତା, ରେଳପଥ, ଉଚ୍ଚଶିକ୍ଷା,…

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା: ଦିଲୀପ ମଲ୍ଲିକ

ମୋଦିଜୀଙ୍କ ଜନ୍ମଦିନରୁ ହେବାକୁ ଥିବା ସେବା ପକ୍ଷରେ ୧ ଲକ୍ଷ ବୃକ୍ଷ ଚାରା ଲଗାଇବ ଅନୁସୂଚିତ ଜାତି ମୋର୍ଚ୍ଚା। ଏ ନେଇ ଆଜି ବିଜେପି ପକ୍ଷରୁ ଅନୁସୂଚିତ ଜାତି ମୋର୍ଚ୍ଚା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ସାଧାରଣ…

ମନ୍‌ କି ବାତ୍‌ରେ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତର ୧୨୫ତମ ସଂସ୍କରଣ । ମନ୍‌ କି ବାତ୍‌ରେ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶ୍ରୀନଗରରେ ଆୟୋଜିତ ୱାଟର ସ୍ପୋର୍ଟସରେ ଭାଗ ନେଇଥିବା ରଶ୍ମିତାଙ୍କୁ…

ଚୀନ୍ ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ଚୀନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସାତ ବର୍ଷ ପରେ ଚୀନ୍ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ଏହି ସମୟରେ ଆଜି ଚୀନ୍ ରାଷ୍ଟ୍ରପତି ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଛନ୍ତି ମୋଦି । ଉଭୟ ନେତାଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି । ଚୀନ୍‌ ତିଆନଜିନ୍‌ରେ…

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ  ୨ ଗିରଫ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେବା ପଡ଼ିଲା ମହଙ୍ଗା । ଆପତ୍ତିଜନକ ମନ୍ତବ୍ୟ ଅଭିଯୋଗରେ ୨ ଜଣଙ୍କୁ ଗିରଫ କଲା ବିହାର ପୋଲିସ୍ । ବିହାରରେ ଇଣ୍ଡି ମେଣ୍ଟର ଭୋଟର୍ ଅଧିକାର ଯାତ୍ରାବେଳେ ପ୍ରଧାନମନ୍ତ୍ରୀଙ୍କକୁ ନେଇ ଆପତ୍ତିଜନକ ମନ୍ତବ୍ୟ…

ବେଙ୍ଗାଲୁରୁରେ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସକୁ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବେଙ୍ଗାଲୁରୁର ସିଲିକନ ଭ୍ୟାଲିରେ ୩ ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ ଗୁଡିକ ହେଉଛି ବେଙ୍ଗାଲୁରୁ-ବେଲାଗାଭି, ଅମୃତସର-ମାତା ବୈଷ୍ଣୋ ଦେବୀ କଟରା ଏବଂ ନାଗପୁର -ପୁଣେ ବନ୍ଦେ…

ଟାରିଫ୍ ବିବାଦ ମଧ୍ୟରେ ମୋଦିଙ୍କ କଡ଼ା ବାର୍ତ୍ତା; ଚାଷୀଙ୍କ ସ୍ବାର୍ଥ ସହ କେବେ ସାଲିସ୍‌ କରାଯିବ ନାହିଁ

ଟାରିଫ୍ ବିବାଦ ମଧ୍ୟରେ ପରୋକ୍ଷରେ ଟ୍ରମ୍ପ୍‌ଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା । ଦିଲ୍ଲୀରେ ସ୍ବାମୀନାଥନ ଶତାବ୍ଦୀ ସମାରୋହ ଉତ୍ସବରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ପ୍ରତି ଶୁଳ୍କ ଧମକର କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ…

ଉଦଘାଟିତ ହେଲା ବିଶ୍ୱର ସର୍ବୋଚ୍ଚ ସେତୁ ଚେନାବ

ଉଦଘାଟିତ ହେଲା ବିଶ୍ୱର ସର୍ବୋଚ୍ଚ ରେଲୱେ ବ୍ରିଜ ଚେନାବ ସେତୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଲୋକାର୍ପିତ କରିଛନ୍ତି । ଏବେ ଯେକୌଣସି ଋତୁରେ ଜମ୍ମୁରୁ ଶ୍ରୀନଗର ଯାତ୍ରା ହେବ ସହଜ । ୧୫ ଶହ କୋଟି ଖର୍ଚ୍ଚରେ ନିର୍ମିତ…

ଆଜି ରାତି ୮ଟାରେ ରାଷ୍ଟ୍ରକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ‘ଅପରେସନ୍ ସିନ୍ଦୂର’ ପରେ ଏହା ମୋଦିଙ୍କ ପ୍ରଥମ ସମ୍ବୋଧନ। NSA, CDS, ତିନି ସେନା ମୁଖ୍ୟଙ୍କ ସହ ସରିଛି ଆଲୋଚନା। ଅପରେସନ ସିନ୍ଦୂର ସମ୍ପର୍କରେ…