ଦେଶ ରାଜନୀତି ହରିୟାଣାରେ ବିଜେପି ସରକାର ଟଳମଳ May 7, 2024 Nirvay ସଙ୍କଟରେ ହରିୟାଣାର ବିଜେପି ସରକାର। ସମର୍ଥନ ପ୍ରତ୍ୟାହାର କଲେ ୩ ସ୍ବାଧୀନ ବିଧାୟକ।ବିଜେପିରୁ ସମର୍ଥନ ପ୍ରତ୍ୟାହାର ପରେ କଂଗ୍ରେସକୁ ସମର୍ଥନ ପାଇଁ ୩ ସ୍ବାଧୀନ ବିଧାୟକଙ୍କ ଘୋଷଣା।ଅପର ପକ୍ଷରେ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି ପାଇଁ କଂଗ୍ରେସ ଦାବି କରିଛି।…
ବ୍ୟବସାୟ ୧୦ ରେ ମୋଦିଙ୍କ ରୋଡ୍ ସୋ May 7, 2024 Nirvay ଆସନ୍ତା ୧୦ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଗସ୍ତ ସମୟରେ ଓଡ଼ିଶାରେ ରୋଡ୍ ସୋ କରିବେ ମୋଦି। ୧୦ ତାରିଖ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ରୋଡ୍ ସୋ’ ହେବ।ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍ ସୋ’ ହେବ…
ଦେଶ ରାଜନୀତି ରାଜ୍ୟ ବିଜେଡିକୁ କ୍ଷମା ଦେବେନି ଓଡ଼ିଶାର ମା’ମାନେ:ମୋଦି May 6, 2024 Nirvay ଆଜି ଓଡ଼ିଶା ଗସ୍ତରେ ଆସି ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସଭାରେ ଉଦବୋଧନ ଦେବା ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ମୋଦୀ ସରକାର ଗର୍ଭବତୀ ମହିଳାଙ୍କୁ ୬ହଜାର ଟଙ୍କା ଆର୍ଥିକ ସହାୟତା ଦେଉଛି କିନ୍ତୁ ଓଡ଼ିଶା ସରକାର ଏହି…
ରାଜନୀତି ରାଜ୍ୟ ଦିନରେ ସ୍ବପ୍ନ ଦେଖୁଛି ବିଜେପି! May 6, 2024 Nirvay ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ, ଜୁନ୍ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି। ଜୁନ୍ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ।…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାର ପୁଅ କି ଝିଅ ହିଁ ହେବେ ବିଜେପିର ମୁଖ୍ୟମନ୍ତ୍ରୀ: ମୋଦୀ May 6, 2024 Papirani ନବରଙ୍ଗପୁର ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ନବରଙ୍ଗପୁରର ଅଧିଷ୍ଠାତ୍ରୀଙ୍କ ଆଶୀର୍ବାଦ ନେଇ ପ୍ରଧାନମନ୍ତ୍ରୀ କହିଲେ ଆପଣଙ୍କ କଷ୍ଟ ବୃଥା ଯିବନି। ମଞ୍ଚରେ ବିଜେପି ସମର୍ଥିତ ସବୁ ଏମଏଲଏ ଓ ଏମପି ପ୍ରାର୍ଥୀଙ୍କ ହାତ ଧରି ସାହାସ ଦେଲେ ମୋଦି।…
ରାଜନୀତି ରାଜ୍ୟ ମୋଦୀଙ୍କ ନେତୃତ୍ୱରେ ଭାରତର କୁଟନୈତିକ ଶକ୍ତି ଦୃଢ଼ ହେଉଛି: ଜୟଶଙ୍କର May 4, 2024 Nirvay ଆଜି ଓଡ଼ିଶା ଗସ୍ତରେ ଆସି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଭୁବନେଶ୍ୱରରେ ରଜ୍ୟର ଅଗ୍ରଣୀ ଖବରକାଗଜ, ଟିଭି ଚ୍ୟାନେଲ ଏବଂ ୱେବ୍ ମିଡିଆର ସମ୍ପାଦକମାନଙ୍କ ସହ କଥାବାର୍ତ୍ତା କରିଛନ୍ତି। ଏହି ଏଡିଟର୍ସ ମିଟ୍ ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ତାଜା ଖବର ଦେଶ ରାଜନୀତି ମେ ୧୦, ୧୧ ରେ ମୋଦିଙ୍କର ଭୁବନେଶ୍ୱର ଓ ବଲାଙ୍ଗୀର କାର୍ଯ୍ୟକ୍ରମ May 4, 2024 Papirani ପୁଣି ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାରାଥନ୍ ଗସ୍ତ କରି ଭୋଟ୍ ମାଗିବା ପାଇଁ କରିବେ ସମାବେଶ, ଏବଂ ରୋଡ୍ ସୋ । ଆସନ୍ତା ୧୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ରୋଡ୍…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ୧୬ ଲୋକସଭା ଆସନ ଜିତିବ ବିଜେପି : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ May 2, 2024 Papirani ଏକ ଗଣମାଧ୍ୟମର ସାକ୍ଷାତକାରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଓଡ଼ିଶାରେ ବିଜେପି ସରକାରକୁ ଆସିବା ଏବଂ ବିଜେପି ଓଡ଼ିଶାରେ ୧୬ ଲୋକସଭା ଆସନ ଜିତିବ । ଏଥର ଓଡିଶାବାସୀଙ୍କ ଆଶୀର୍ବାଦ ବିଜେପି ଉପରେ ରହିଛି । ଗତଥର ଠାରୁ ଏଥର…
ଦେଶ ରାଜନୀତି ରାଜ୍ୟ ରାଜ୍ୟ ସରକାର ଗଠନ ପାଇଁ ବିଜେପିର ରଣନୀତି ପ୍ରସ୍ତୁତ: କଟକ ଲୋକସଭା ଦାୟିତ୍ୱରେ ସିପି ଯୋଶୀ, କଳାହାଣ୍ଡିରେ ଦିନେଶ ଯାଦବ May 1, 2024 Papirani ଭୁବନେଶ୍ୱର: ଓଡ଼ିଶାରୁ ଅଧିକରୁ ଅଧିକ ଲୋକସଭା ଆସନ ଜିତିବା ସହିତ ରାଜ୍ୟ ସରକାର ଗଠନ କରିବା ପାଇଁ ଭାଜପା ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇସାରିଛି। ଏହି ରଣନୀତି ଅନୁସାରେ କଟକ ଲୋକସଭା ଆସନରେ କିପରି ଦଳୀୟ ପ୍ରାର୍ଥୀ ବିଜୟ ଲାଭ କରିବେ…
ଦେଶ ରାଜନୀତି ରାଜ୍ୟ ମେ ୬ ରେ ଓଡ଼ିଶା ଆସୁଛନ୍ତି ମୋଦି, ଉତ୍ସାହିତ ବିଜେପି କର୍ମୀ May 1, 2024 Nirvay ଆସନ୍ତା ୬ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବ୍ରହ୍ମପୁରରେ ସକାଳ ୧୦ଟା ଓ ନବରଙ୍ଗପୁରରେ ସାଢ଼େ ୧୨ଟାରେ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ…