Tag: PM Modi’s 25 Years in Public Service

Seva Sankalp Abhiyan: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସରୁ ମାସବ୍ୟାପୀ  ଆୟୋଜିତ ହେବ ‘ସେବା ସଂକଳ୍ପ ଅଭିଯାନ’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସାର୍ବଜନୀନ ଜୀବନରେ ଦୀର୍ଘ ୨୫ ବର୍ଷର ସେବା, ସମର୍ପଣ ଓ ରାଷ୍ଟ୍ର ନିର୍ମାଣର ଯାତ୍ରାକୁ ସ୍ମରଣ କରିବା ଉଦ୍ଦେଶ୍ୟରେ “ସେବା ସଂକଳ୍ପ ଅଭିଯାନ” ସମଗ୍ର ଦେଶରେ ଆୟୋଜନ କରାଯିବ । ଆସନ୍ତା ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୧୭…