Tag: PM Modi’s birthday

Record Blood Donation: ମୋଦିଙ୍କ ଜନ୍ମଦିନରେ ସଂଗ୍ରହ ହେଲା ୮୮୧୦ ୟୁନିଟ ରକ୍ତ, ସୃଷ୍ଟି ହେଲା ନୂତନ ବିଶ୍ୱ ରେକର୍ଡ

ବିକଶିତ ଭାରତର ବିନ୍ଧାଣୀ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୀର୍ଘ ପଚାଶ ବର୍ଷର ଜନସେବା ଏବଂ ପଚିଶ ବର୍ଷର ନିରବଚ୍ଛିନ ଶାସନ ଦେଶରେ କାୟାକଳ୍ପ ଆଣିଛି । ତାଙ୍କର ଏହି କଲ୍ୟାଣକାରୀ ଆଦର୍ଶରେ ଅନୁପ୍ରାଣିତ ହୋଇ ପାଳିତ ହେଉଥିବା ଏକ ମାସ…

Mega Blood Donation Camps in Odisha: ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ; ମେଗା ରକ୍ତଦାନ ଶିବିରରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟରେ ଆରମ୍ଭ ହୋଇଛି ଏକ ମାସ ବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’। ଏହି ଅବସରରେ ଭୁବନେଶ୍ୱର ୟୁନିଟ୍-୩ ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି…

ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୫ ତମ ଜନ୍ମଦିନ ଅବସରରେ ଆଜିଠୁ ଆରମ୍ଭ ହେଲା ସେବାପକ୍ଷ

ନିଜକୁ ପ୍ରଧାନସେବକ ଭାବେ ଅଭିହିତ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ସମାଜର ଅବହେଳିତ ଓ ଦୁର୍ବଳ ଶ୍ରେଣୀ ଲୋକଙ୍କ ଉତ୍‌ଥାନ ସହ ଦଳିତ, ଆଦିବାସୀ, ଚାଷୀ ଓ ମହିଳାମାନଙ୍କ ପାଇଁ ଅନେକ ଜନକଲ୍ୟାଣ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ କରିଛନ୍ତି ।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କରାଯାଉଛି । ମୋଦୀଙ୍କ ଜନ୍ମଦିନରେ ରାଜ୍ୟ ସ୍ତରୀୟ ‘ଏକ୍‌ ପେ ମାକେ ନାମ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ଗଛ ଲଗାଇଲେ ସିଏମ୍‌ ।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର

ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଲୋକଙ୍କୁ ଭେଟି ଦେବେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ଏନେଇ ଆଜି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିବସରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ପାଳନ ହେବ ଦେଶବ୍ୟାପୀ ସେବା ପକ୍ଷ

ଭାରତୀୟ ଜନତା ପାର୍ଟି ଏକ ଦାୟିତ୍ୱ ସମ୍ପନ୍ନ ରାଜନୈତିକ ଦଳ ଭାବେ ଦେଶ ଓ ରାଜ୍ୟର ବିଭିନ୍ନ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜନ କରିଥାଏ । ନିଜର ସାମାଜିକ ମୂଲ୍ୟବୋଧକୁ ଏହି ଦଳ ସର୍ବଦା ଗୁରୁ୍‌ତ୍ୱ ଦେଇଥାଏ । ସେବା ହିଁ…