Tag: Pm narendra modi

Mann Ki Baat: ମନ୍‍ କି ବାତରେ ମହାନ୍ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ବର୍ଷର ଶେଷ ‘ମନ୍ କୀ ବାତ୍’ କରିଛନ୍ତି । ଚଳିତବର୍ଷର ଶେଷ ମନ କି ବାତ୍ କାର୍ଯ୍ୟକ୍ରମରେ ‘ପାର୍ବତୀ ଗିରି’ଙ୍କ କଥା କହିଲେ ମୋଦି । ଓଡିଶାର ସ୍ୱାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କୁ ପ୍ରଶଂସା କରି…

Odia Man Returns: ସୁଦାନରୁ ଫେରି ପ୍ରଧାନମନ୍ତ୍ରୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଧନ୍ୟବାଦ ଜଣାଇଲେ ଓଡ଼ିଆ ଯୁବକ ଆଦର୍ଶ

ସୁଦାନରୁ ଫେରିଥିବା ଓଡ଼ିଆ ଯୁବକ ଆଦର୍ଶ ବେହେରା ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏସ ଜୟଶଙ୍କର ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ସ୍ଵତନ୍ତ୍ର ଭାବେ ଧନ୍ୟବାଦ ଦେଇ…

Winter Session: ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ; ସଂସଦ ଡ୍ରାମା ନାରାବାଜୀର ସ୍ଥାନ ନୁହେଁ- ମୋଦି

ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ପରାଜୟର ନିରାଶାରୁ ବିରୋଧୀଙ୍କୁ ବାହାରିବାକୁ ଅପିଲ୍ କଲେ ମୋଦି। ବିରୋଧୀ ଦଳକୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କିଛି ବିରୋଧୀ ଦଳ ସେମାନଙ୍କ ପରାଜୟକୁ ହଜମ କରିପାରୁନାହାନ୍ତି ।…

Ayodhya Temple: ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା; ସ୍ଥାପନା କଲେ ପ୍ରଧାନମନ୍ତ୍ରୀ ମୋଦି

ସମ୍ପୂର୍ଣ୍ଣ ହେଲା ଅଯୋଧ୍ୟା ରାମମନ୍ଦିର ନିର୍ମାଣ। ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଶିଖରରେ ଉଡ଼ିଲା ଧର୍ମଧ୍ବଜା। ଆଜି ପ୍ରଧାନମନ୍ତ୍ରୀ ଅଯୋଧ୍ୟା ଶ୍ରୀରାମ ଜନ୍ମଭୂମି ମନ୍ଦିରର ଶିଖରରେ ବିଧିବଦ୍ଧ ଭାବରେ ଧ୍ବର୍ମଧ୍ବଜା ସ୍ଥାପନ କରିଛନ୍ତି। ଶ୍ରୀରାମ ମନ୍ଦିର ଚୂଡ଼ାରେ ଉଡୁଛି ଗେରୁଆ ରଙ୍ଗର ପତାକା…

Delhi Blast: ଦିଲ୍ଲୀ ବିସ୍ଫୋରଣ ଘଟଣା: ଆହତଙ୍କୁ ହସ୍ପିଟାଲ୍‌ରେ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁଟାନରୁ ଫେରି ସିଧା ହସ୍ପିଟାଲ୍‌ ଯାଇ ଭେଟିଛନ୍ତି ପ୍ରଧାନମନ୍ତ୍ରୀ । ମୋଦି ପୀଡ଼ିତଙ୍କ ସହିତ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହିତ ସେମାନଙ୍କ ଆଶୁ ଆରୋଗ୍ୟ କାମନା…

Vande Mataram: ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ଦେଶ ପାଳୁଛି ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି । ଆଜି ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ଜାତୀୟ ଗୀତ ବନ୍ଦେ ମାତରମର ୧୫୦ତମ ବର୍ଷ ପୂର୍ତ୍ତିର ବର୍ଷବ୍ୟାପୀ ସ୍ମାରକୀ ଉତ୍ସବକୁ ଉଦଘାଟନ କରି ଉତ୍ସବରେ ଏକ ସ୍ମାରକୀ ଡାକଟିକଟ ଏବଂ…

MannKiBaat: କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ: ପ୍ରଧାନମନ୍ତ୍ରୀ ମୋଦି

ଆଜି ୧୨୭ ତମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚା’ ସହିତ କୋରାପୁଟ କଫି କଥା କହିଲେ ମୋଦି ।ସେ କହିଛନ୍ତି ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି…

PM Modi thanks Trump: ମୋଦିଙ୍କୁ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଫୋନ୍‌ କଲ୍, ଦୀପାବଳିର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଫୋନ୍‌ କଲ୍ । ଏ ନେଇ ଏକ୍ସ ହ୍ୟାଣ୍ଡେଲ୍‌ରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ମୋଦି। ଦୀପାବଳି ଶୁଭେଚ୍ଛା ପାଇଁ ଟ୍ରମ୍ପ୍‌ଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ । ଦୀପାବଳିର ବିଶେଷ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ 

ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ସବୁ ଯୋଜନା ଗୁଡ଼ିକ କୃଷିକ୍ଷେତ୍ରରେ କୃଷକମାନଙ୍କୁ ଆତ୍ମନିର୍ଭର…

ପାଣ୍ଡେରାରେ ହେବ ଆଧୁନିକ ମାଛ ବଜାର; ଆସନ୍ତା ୧୧ରେ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ପାଣ୍ଡେରାରେ ହେବ ଆଧୁନିକ ମାଛ ବଜାର । ଆସନ୍ତା ୧୧ରେ ଭୁବନେଶ୍ୱର ପାଣ୍ଡରାରେ ଫିସ ମାର୍କେଟର ଶିଳାନ୍ୟାସ । VCରେ ଫିସ୍‌ ମାର୍କେଟ୍‌ର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରାୟ ୬୦ କୋଟି ବ୍ୟୟରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ଯୋଜନାରେ…