Tag: Pm narendra modi

Congress Protest Outside PM Modi’s Residence: ନିଟ୍ ପେପର୍ ଲିକ୍ ମାମଲା; ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନ ଆଗରେ କଂଗ୍ରେସର ଧାରଣା

ନିଟ୍ ପେପର୍ ଲିକକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ବାସଭବନ ଆଗରେ କଂଗ୍ରେସର ଧାରଣା । ଆଜି କଂଗ୍ରେସ ପକ୍ଷରୁ ନୂଆଦିଲ୍ଲୀ ଲୋକ କଲ୍ୟାଣ ମାର୍ଗରେ ଥିବା ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ସମ୍ମୁଖରେ ଧାରଣା ଦିଆଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

Indias First Hydrogen Train: ପ୍ରଥମ ହାଇଡ୍ରୋଜେନ ଟ୍ରେନକୁ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଶୁଭାରମ୍ଭ ହେଲା ସ୍ବଦେଶୀ ନିର୍ମିତ ପ୍ରଥମ ହାଇଡ୍ରୋଜେନ ଟ୍ରେନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ହରିୟାଣାର ଜିନ୍ଦଠାରୁ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନର ଶୁଭାରମ୍ଭ କରିଛନ୍ତି।ହରିୟାଣାର ଜିନ୍ଦ ଏବଂ ସୋନିପତ ମଧ୍ୟରେ ନିଜର ପ୍ରଥମ ଯାତ୍ରା ଆରମ୍ଭ କରିଛି ଦେଶର ପ୍ରଥମ…

Ratha Jatra: ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା; ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବହୁ ବରିଷ୍ଠ ନେତାଗଣ

ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା ପାଇଁ ଭକ୍ତି, ବିଶ୍ୱାସ ଓ ପରମ୍ପରାର ମହାପର୍ବ ରଥଯାତ୍ରା ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ। ବର୍ଷକରେ ଥରେ ରତ୍ନସିଂହାସନ ଛାଡ଼ି ନିଜ ଭକ୍ତଙ୍କ ଗହଣକୁ ଆସିବେ ଚତୁର୍ଦ୍ଧାମୂର୍ତ୍ତି। ଏହି ପବିତ୍ର ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ…

PM Modi Receives Indonesia’s Highest Civilian Honour: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଲା ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି । ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରଭାଓ୍ବ ସୁବିଆଣ୍ଟୋ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଇଣ୍ଡୋନେସିଆ ଗଣରାଜ୍ୟର ସର୍ବୋଚ୍ଚ ସମ୍ମାନ, “ଇଣ୍ଡୋନେସିଆ ଗଣରାଜ୍ୟର ବିତାଙ୍ଗ ଆଦିପୂର୍ଣ୍ଣ ପଦକ ସମ୍ମାନ” ପ୍ରଦାନ କରିଛନ୍ତି। ଭାରତ ଏବଂ ଇଣ୍ଡୋନେସିଆ ମଧ୍ୟରେ…

PM Modi Receives Guardian of the Blue Horizon: ସେଶେଲ୍ସର ସ୍ବତନ୍ତ୍ର ରାଷ୍ଟ୍ରପତି ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଶେଲ୍ସର ସ୍ବତନ୍ତ୍ର ରାଷ୍ଟ୍ରପତି ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ରେ ସମ୍ମାନିତ ହୋଇଛନ୍ତି । ସେଶେଲ୍ସ ରାଷ୍ଟ୍ରପତି ମହାମହିମ ଡକ୍ଟର ପାଟ୍ରିକ୍ ହାର୍ମିନି ଆଜି ଏକ ସ୍ବତନ୍ତ୍ର ଉତ୍ସବରେ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି…

Odisha BJP Govt’s Second Anniversary: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ମିଳିତ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ଓ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟ ସରକାରଙ୍କ ସଫଳ ୨ ବର୍ଷ ଏବଂ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି…

PM May Visit Odisha: ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ ଓଡ଼ିଶା ଆସିବାକୁ ଆଗ୍ରହୀ ପ୍ରଧାନମନ୍ତ୍ରୀ ମୋଦି: ରାଜ୍ୟ ବିଜେପି ସଭାପତି

ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷ ପୂରଣ ଉପଲକ୍ଷେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ…

PM Modi praises Odisha’s Bela Pana: ମନ୍‌ କି ବାତରେ ଓଡ଼ିଶାର ବେଲପଣା ଏବଂ ଆମ୍ବକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

ମନ୍‌ କି ବାତ୍ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଆଜି ତାଙ୍କର ଲୋକପ୍ରିୟ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ର ୧୩୪ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଗ୍ରୀଷ୍ମ ପ୍ରବାହକୁ ନେଇ…

PM Modi To Visit Odisha: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ ମିଳିଲା ଗ୍ରୀନ ସିଗ୍ନାଲ। ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏ ନେଇ ଆଜି ସୂଚନା ଦେଇଛନ୍ତି…

Mann Ki Baat: ବୈଜ୍ଞାନିକମାନେ ମହାକାଶ କାର୍ଯ୍ୟକ୍ରମକୁ ଆଗକୁ ନେଉଛନ୍ତି: ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମର ୧୩୩ତମ ସଂସ୍କରଣରେ ସେ ବିଜ୍ଞାନ ଏବଂ ଜାତୀୟ ପ୍ରଗତି ମଧ୍ୟରେ ଦୃଢ଼ ସମ୍ପର୍କ ଉପରେ ଗୁରୁତ୍ୱାରୋପ କରିଛନ୍ତି।…