ତାଜା ଖବର ଦେଶ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିବ ଡୋମିନିକାର ସର୍ବୋଚ୍ଚ ସମ୍ମାନ November 14, 2024 Papirani ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍ ଅନର ପାଇବେ ପ୍ରଧାନମନ୍ତ୍ରୀ ମୋଦି । ଆସନ୍ତା ୧୯ ରୁ ୨୧ ତାରିଖ ପର୍ଯ୍ୟନ୍ତ ଗୁଆନାରେ ହେବାକୁ ଥିବା ଭାରତ-କାରିକୋମ୍ ସମିଟ୍ରେ ଦିଆଯିବ । କରୋନା ମହାମାରୀ ସମୟରେ ଡୋମିନିକା…
ଦେଶ ପିଏମ-ବିଦ୍ୟାଲକ୍ଷ୍ମୀ ଯୋଜନାକୁ କ୍ୟାବିନେଟ ମଞ୍ଜୁରି November 6, 2024 Nirvay ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ଯକ୍ଷତାରେ ବୁଧବାର ଦିନ କେନ୍ଦ୍ର କ୍ୟାବିନେଟ ପିଏମ-ବିଦ୍ୟାଲକ୍ଷ୍ମୀ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଛନ୍ତି, ଯାହା ମିଶନ ଆଧାରରେ ପ୍ରତିଭାବାନ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବ। ଏହି ପଦ୍ଧତି ଦ୍ୱାରା ଦେଶର ଶ୍ରେଷ୍ଠ ୮୬୦ଟି ଉଚ୍ଚ…
ଦେଶ ବିଶ୍ୱ ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି November 6, 2024 Nirvay ବୁଧବାର ଦିନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ୪୭ତମ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି, ରିପବ୍ଲିକାନ୍ ପ୍ରାର୍ଥୀ ଟ୍ରମ୍ପ ୨୦୨୪ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ୬କୋଟିରୁ ଅଧିକ ଭୋଟ୍ ପାଇ ବିଜୟ ହାସଲ କରିଛନ୍ତି | ଏକ୍ସ ରେ ଏକ…
ତାଜା ଖବର ଦେଶ କାନାଡାର ହିନ୍ଦୁ ମନ୍ଦିର ଉପରେ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ନିନ୍ଦା November 4, 2024 Nirvay କାନାଡାର ଏକ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ, ଯାହା ଖାଲିସ୍ତାନ ସମର୍ଥକ କାର୍ଯ୍ଯକର୍ତ୍ତାଙ୍କ ଦ୍ୱାରା କରାଯାଇଥିବା ଅଭିଯୋଗ ହୋଇଥିଲା, ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ତୀବ୍ର ନିନ୍ଦା କରିଥିଲେ। ସେ ଏହା ମଧ୍ଯ କହିଥିଲେ ଯେ ଏଭଳି ହିଂସାକାଣ୍ଡ…
ତାଜା ଖବର ଦେଶ ରାଜନୀତି ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ବିବେକ ଦେବରୟଙ୍କ ପରଲୋକ November 1, 2024 Papirani ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ତଥା ଅର୍ଥନୀତିଜ୍ଞ ବିବେକ ଦେବରୟଙ୍କ ଆଜି ପରଲୋକ ହୋଇଯାଇଛି। ବିବେକ ଦେବରୟ ଭାରତ ସରକାରଙ୍କ ଅନେକ ପ୍ରମୁଖ ଅନୁଷ୍ଠାନ ସହିତ ଜଡିତ ଅଛନ୍ତି। ବିବେକ ଦେବରୟଙ୍କର ପରଲୋକରେ ପ୍ରଧାନମନ୍ତ୍ରୀ ମୋଦି ଶୋକ ପ୍ରକାଶ କରିଛନ୍ତି…
ତାଜା ଖବର ଦେଶ ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ October 31, 2024 Papirani ଅକ୍ଟୋବର ୩୧ ତାରିଖ ଜାତୀୟ ଏକତା ଦିବସ । ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୯ତମ ଜନ୍ମ ଜୟନ୍ତି । ଏହି ଅବସରରେ ସାରା ଦେଶରେ ପାଳନ ହେଉଛି ଏକତା ଦିବସ । ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ଓଡିଶାରେ ୩ଟି ସ୍ୱାସ୍ଥ୍ୟ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ; ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 29, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡିଶାରେ ୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ନିକଟସ୍ଥ ଗୋଠପାଟଣା ଠାରେ ସେଣ୍ଟ୍ରାଲ ଡ୍ରଗ୍ସ ଟେଷ୍ଟିଙ୍ଗ ଲାବୋରେଟୋରୀର ଉଦ୍ଘାଟନ କରିଥିବା ବେଳେ, ଖୋର୍ଦ୍ଧା ଜିଲ୍ଲା ବିଞ୍ଝଗିରି ଠାରେ କେନ୍ଦ୍ରୀୟ ଯୋଗ ଓ ପ୍ରାକୃତିକ ଚିକିତ୍ସା ଅନୁସନ୍ଧାନ…
ତାଜା ଖବର ଦେଶ ରାଜ୍ୟ ୫୧ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ October 29, 2024 Papirani ଆଜି ୫୧ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ । ନୂଆଦିଲ୍ଲୀର ରାଇସିନା ରୋଡସ୍ଥିତ ନ୍ୟାସନାଲ ମିଡିଆ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ ।କେନ୍ଦ୍ର ସରକାରଙ୍କ ନିଯୁକ୍ତି…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବାତ୍ୟା ସଂପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ October 24, 2024 Papirani ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା…
ତାଜା ଖବର ଦେଶ ରାଜନୀତି କେନ୍ଦ୍ର ସରକାରୀ କର୍ମଚାରୀଙ୍କ ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା October 16, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ ଅନୁମୋଦନ କରାଯାଇଛି। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଡିଏ ୫୩ ପ୍ରତିଶତକୁ…