Tag: Pm narendra modi

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବାତ୍ୟା ସଂପର୍କରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ୩ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମହଙ୍ଗା ଭତ୍ତା (ଡିଏ) ଏବଂ ପେନସନଭୋଗୀମାନଙ୍କୁ ମହଙ୍ଗା ସହାୟତା (ଡିଆର)ରେ ଅତିରିକ୍ତ କିସ୍ତି ବୃଦ୍ଧିକୁ ଅନୁମୋଦନ କରାଯାଇଛି। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଡିଏ ୫୩ ପ୍ରତିଶତକୁ…

୩ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜିଠୁ ତିନି ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ୍‌ ଅଫ୍‌ ଦ ଫ୍ୟୁଚର୍‌’କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ। ବିଶ୍ବର ମଙ୍ଗଳ ପାଇଁ…

ସୁଭଦ୍ରାର ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ: ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ଵର ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ। ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ସେଠାରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେଠାରେ ଆଜି ନିଜ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ…