ତାଜା ଖବର ରାଜ୍ୟ PM SVANidhi Samman Award 2026: ଦ୍ରୁତ ପ୍ରଗତି ହାସଲ କରୁଥିବା ରାଜ୍ୟ ମଧ୍ୟରେ ତୃତୀୟ ସ୍ଥାନରେ ଓଡ଼ିଶା November 21, 2026 Nirvay ପିଏମ୍ ସ୍ୱନିଧି ଯୋଜନାର ସଫଳ ରୂପାୟଣ ଏବଂ ଦ୍ରୁତ ଅଗ୍ରଗତି ପାଇଁ ଜାତୀୟ ସ୍ତରରେ ସମ୍ମାନିତ ହୋଇଛି ଓଡ଼ିଶା । ‘ବେଷ୍ଟ ପରଫର୍ମିଂ – ଫାଷ୍ଟେଷ୍ଟ ମୁଭର’ ବର୍ଗରେ ରାଜ୍ୟ ତୃତୀୟ ସ୍ଥାନ ହାସଲ କରି ପିଏମ୍ ସ୍ୱନିଧି ସମ୍ମାନ ପୁରସ୍କାର-୨୦୨୬…