Tag: PM

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ବିସ୍ତୃତ ବିବରଣୀ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ବିସ୍ତୃତ ବିବରଣୀ ଆସିଛି। ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ପୂର୍ବାହ୍ନ ୧୧ଟା ୧୦ରେ ଗାଡ଼କଣ ବସ୍ତିରେ ପହଞ୍ଚିବେ। ୧୧ଟା ୧୫ରୁ ୧୧ଟା ୪୫ ଯାଏ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ଭୁବନେଶ୍ବରରେ ଟ୍ରାଫିକ ବ୍ୟବସ୍ଥା ଉପରେ କଟକଣା ଲଗାଯାଇଛି । ଆସନ୍ତାକାଲି ସକାଳ ୭.୩ରୁ ଅପରାହ୍ନ ୩ଟା ଯାଏଁ କଟକଣା ରହିବ। କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି କରାଯାଇଛି।…

ମୋଦିଙ୍କ ସୁରକ୍ଷାରେ ୮୧ ପ୍ଲାଟୁନ୍‌ ଫୋର୍ସ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ଏ ନେଇ ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ୧୧…

ପ୍ରଧାନମନ୍ତ୍ରୀଙ୍କ ନୂଆଁଖାଇ ଶୁଭେଚ୍ଛା

ପବିତ୍ର ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟ୍ୱିଟ କରି କହିଛନ୍ତି, ନୂଆଁଖାଇ ପର୍ବରେ ଆମ କୃଷକମାନଙ୍କ କଠିନ ପରିଶ୍ରମକୁ ସମ୍ମାନ ଜଣାଯାଇଥାଏ । ସେମାନଙ୍କ ଏହି ଉଦ୍ୟମ ଯୋଗୁଁ ଆମ ଦେଶକୁ…

ଓଡ଼ିଶାର ବିଶ୍ୱ ଦକ୍ଷତା କେନ୍ଦ୍ରର ଇଣ୍ଟର୍ଣ୍ଣ ଓ ସିଙ୍ଗାପୁରର ଇଣ୍ଟର୍ଣ୍ଣଙ୍କ ସହ କଥା ହେଲେ ମୋଦି

ଦୁଇ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ମୋଦି କହିଛନ୍ତି, ସିଆଇଆଇ-ଏଣ୍ଟରପ୍ରାଇଜ ସିଙ୍ଗାପୁର ଇଣ୍ଡିଆ ରେଡି ଟ୍ୟାଲେଣ୍ଟ ପ୍ରୋଗ୍ରାମର ଏକ ଅଂଶ ଭାବରେ ଭାରତରୁ ଆସିଥିବା ଓଡ଼ିଶାର ବିଶ୍ୱ ଦକ୍ଷତା କେନ୍ଦ୍ରର ଇଣ୍ଟର୍ଣ୍ଣ ଏବଂ…

୩ ଦିନିଆ ବୃନେଇ ଓ ସିଙ୍ଗାପୁର ଗସ୍ତରେ ମୋଦି

ତିନିଦିନିଆ ବୃନେଇ ଓ ସିଙ୍ଗାପୁର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୃନେଇର ରାଜା ସୁଲତାନ ହାଜି ହସନାଲ ବୋଲିକିଆହାଙ୍କ ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ଗସ୍ତ କରିଛନ୍ତି। କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ସରକାରୀ ବୃନେଇ ଗସ୍ତ। ବୃନେଇ…

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ମୋଦି

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବେ ମୋଦି। ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଅବସରରେ ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପ୍ଟେମ୍ବର ୧୭ରେ…

ଲକ୍ଷପତି ଦିଦି ମହାସମ୍ମିଳନୀର ଶୁଭାରମ୍ଭ କଲେ ମୋଦି

ମହାରାଷ୍ଟ୍ର ଜଲଗାଓଁରେ ଲକ୍ଷପତି ଦିଦି ମହାସମ୍ମିଳନୀର ଶୁଭାରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀର ଶୁଭାରମ୍ଭ କରିଛନ୍ତି। ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ । SHG ମହିଳାଙ୍କ ପାଇଁ ୬ ହଜାର କୋଟିର ପ୍ୟାକେଜ୍‌ ରିଲିଜ କରିଛନ୍ତି।…

୨ ଦିନିଆ ପୋଲାଣ୍ଡ ଗସ୍ତରେ ଗଲେ ମୋଦି

୨ ଦିନିଆ ପୋଲାଣ୍ଡ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୪୫ ବର୍ଷ ଭିତରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ପୋଲାଣ୍ଡ ଗସ୍ତ। ପୋଲାଣ୍ଡରେ ୨ ଦିନିଆ ଗସ୍ତ ସାରି ୟୁକ୍ରେନ ଯିବେ ମୋଦି। ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ୍…

ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଆଜି ସାରା ଦେଶ ୭୮ତମ ସ୍ୱାଧୀନତା ଦିବସ ପାଳିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇଥିବା ଭାରତୀୟ ଖେଳାଳୀଙ୍କୁ ଭେଟିଛନ୍ତି । ପ୍ରଥମେ ଭାରତୀୟ ହକି ଦଳକୁ ମୋଦି ଭେଟିଥିଲେ । ଖେଳାଳୀମାନେ ପ୍ରଧାନମନ୍ତ୍ରୀଙ୍କୁ ନିଜର…