Tag: PM

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ମୋଦି

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବେ ମୋଦି। ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଅବସରରେ ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପ୍ଟେମ୍ବର ୧୭ରେ…

ଲକ୍ଷପତି ଦିଦି ମହାସମ୍ମିଳନୀର ଶୁଭାରମ୍ଭ କଲେ ମୋଦି

ମହାରାଷ୍ଟ୍ର ଜଲଗାଓଁରେ ଲକ୍ଷପତି ଦିଦି ମହାସମ୍ମିଳନୀର ଶୁଭାରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀର ଶୁଭାରମ୍ଭ କରିଛନ୍ତି। ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ । SHG ମହିଳାଙ୍କ ପାଇଁ ୬ ହଜାର କୋଟିର ପ୍ୟାକେଜ୍‌ ରିଲିଜ କରିଛନ୍ତି।…

୨ ଦିନିଆ ପୋଲାଣ୍ଡ ଗସ୍ତରେ ଗଲେ ମୋଦି

୨ ଦିନିଆ ପୋଲାଣ୍ଡ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୪୫ ବର୍ଷ ଭିତରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ପୋଲାଣ୍ଡ ଗସ୍ତ। ପୋଲାଣ୍ଡରେ ୨ ଦିନିଆ ଗସ୍ତ ସାରି ୟୁକ୍ରେନ ଯିବେ ମୋଦି। ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ୍…

ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଆଜି ସାରା ଦେଶ ୭୮ତମ ସ୍ୱାଧୀନତା ଦିବସ ପାଳିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇଥିବା ଭାରତୀୟ ଖେଳାଳୀଙ୍କୁ ଭେଟିଛନ୍ତି । ପ୍ରଥମେ ଭାରତୀୟ ହକି ଦଳକୁ ମୋଦି ଭେଟିଥିଲେ । ଖେଳାଳୀମାନେ ପ୍ରଧାନମନ୍ତ୍ରୀଙ୍କୁ ନିଜର…

ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୮ତମ ସ୍ୱାଧୀନତା ଦିବସରେ ଅବସରରେ ପତାକା ଉତ୍ତୋଳନ କରିବା ପରେ ଲାଲକିଲ୍ଲାରୁ ଦେଶକୁ ସମ୍ବୋଧିତ କରିଛନ୍ତି। ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ଏକାଦଶ ସ୍ୱାଧୀନତା ଦିବସର ଅଭିଭାଷଣ। ସ୍ବାଧୀନତା ସଂଗ୍ରାମୀଙ୍କ ନିକଟରେ ଦେଶବାସୀ ଋଣୀ। ଦେଶ ଗଠନରେ ଯବାନ…

ମୋଦି-ରାହୁଲ ଟି’ ଟାଇମ

ସଂସଦ ସରିଲା ପରେ ମୋଦି ଏବଂ ରାହୁଲଙ୍କ ଚା’ ବୈଠକ ହୋଇଥିଲା। ସଂସଦ ପରିସରରେ ବୈଠକ ବସିଥିଲା। ଲୋକସଭା ବାଚସ୍ପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଥିଲେ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧି, ମନ୍ତ୍ରୀ କିରଣ ରିଜିଜୁ ମଧ୍ୟ ଯୋଗଦେଇଥିଲେ। ଅମିତ…

ମସ୍କୋରେ ଓଡ଼ିଆ ସ୍କାର୍ଫ ପିନ୍ଧିଲେ ମୋଦି

ଆଜି ମସ୍କୋରେ ପ୍ରବାସୀ ଭାରତୀୟମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିକାଶ ସହ ସରକାରଙ୍କ ବିଭିନ୍ନ ଯୋଜନା ବାବଦରେ କହିଥିଲେ। ମୋଦି ସେଠାରେ ସେ ଓଡ଼ିଆ ସ୍କାର୍ଫ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ଏହା ଭିତରେ ରଥଯାତ୍ରା ସହ ମହାପ୍ରଭୁଙ୍କ…

ରୁଷିଆରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ରୁଷିଆରେ ପ୍ରବାସୀ ଭାରତୀୟଙ୍କୁ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତୃତୀୟ ପାଳିରେ ୩ଟି ବଡ଼ କାମ କରିବୁ ବୋଲି କହିଛନ୍ତି। ଭାରତ ବିଶ୍ୱର ତୃତୀୟ ଅରଥଶକ୍ତି ଦେଶ ହେବ। ୩ କୋଟି ଘର, ୩ କୋଟି ମହିଲଳାଙ୍କୁ ଲକ୍ଷପତି ଦିଦି…

ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ

ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ମତ ରଖିବେ । ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର ଅଭିଭାଷଣ ରଖିବେ ମୋଦି। ଗତକାଲି…