ତାଜା ଖବର ରାଜ୍ୟ PMAY-Urban BANDHU Project: ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 13, 2026 Papirani ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ବିକାଶ ତଥା ଗରିବ ଓ ଶ୍ରମିକ ଶ୍ରେଣୀର ଲୋକଙ୍କୁ ସମ୍ମାନଜନକ ଜୀବନଯାପନର ସୁଯୋଗ ଦେବା ଲକ୍ଷ୍ୟରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘାଟିକିଆଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ…