Tag: Police Stations

ଥାନା ଉତ୍ପୀଡ଼ନର ନିଜେ ଭୁକ୍ତଭୋଗୀ କହିଲେ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କମିସନରେଟ ପୋଲିସ ଅନ୍ତର୍ଗତ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଠାରେ ଆଭାସୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ଟି ନବନିର୍ମିତ ଥାନା ଗୃହ ଉଦଘାଟନ କରିଛନ୍ତି । ସୂଚନା ଯୋଗ୍ୟଯେ, ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ନୟାପଲ୍ଲୀ…