ରାଜନୀତି ରାଜ୍ୟ ବିଜୁ ଜନତା ଦଳର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ May 17, 2025 Nirvay ବିଜୁ ଜନତା ଦଳ ରାଜନୈତିକ ବ୍ୟାପାର କମିଟିର ବୈଠକ ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ ଦଳର ସାଙ୍ଗଠନିକ ବ୍ୟାପାର ସମ୍ପର୍କରେ ବିସ୍ତୃତ ଆଲୋଚନା…