Tag: Political Affairs Committee Meeting

Naveen Chairs BJD PAC Meeting: ନବୀନ ନିବାସରେ ସରିଲା ବିଜେଡି ରାଜନୈତିକ ବ୍ୟାପାର କମିଟିର ଷଷ୍ଠ ବୈଠକ

ଆଜି ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଷଷ୍ଠ ବିଜୁ ଜନତା ଦଳ ରାଜନୈତିକ ବ୍ୟାପାର କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ନବୀନ ନିବାସରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୬ଟି ଗୁରୁତ୍ୱପୂର୍ଣ୍ଣ…