ରାଜନୀତି ରାଜ୍ୟ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ସାରା ରାଜ୍ୟରେ ବିଜେଡିର ବିକ୍ଷୋଭ ଆରମ୍ଭ July 15, 2025 Nirvay ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁରେ ରାଜ୍ୟ ସରକାରଙ୍କ ବିଫଳତାକୁ ବିରୋଧ କରି ସାରା ରାଜ୍ୟରେ ବିଜେଡି ବିକ୍ଷୋଭ ଆରମ୍ଭ କରିଛି । ଭୁବନେଶ୍ୱର, ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ, ବାରିପଦା ଏବଂ ବିଭିନ୍ନ ସ୍ଥାନରେ ଛାତ୍ର ବିଜେଡି…
ରାଜନୀତି ରାଜ୍ୟ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲା ମହିଳା କଂଗ୍ରେସ July 14, 2025 Nirvay ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଆଜି ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲେ ମହିଳା କଂଗ୍ରେସ ସଭାନେତ୍ରୀ । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ବିଫଳତାକୁ…
ରାଜ୍ୟ ବିଜେଡି ଉପରେ ବର୍ଷିଲେ ଅର୍ଚ୍ଚନା ନାଗ୍ July 12, 2025 Nirvay ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ ଦେବା ପରେ ଆଜି ପ୍ରେସମିଟ୍ କରି ବିଜେଡି ଉପରେ ବର୍ଷିଛନ୍ତି ଅର୍ଚ୍ଚନା ନାଗ । କିଛି ଆଗ ଧାଡ଼ିର ବିଜେଡି ନେତା ଓ ବରିଷ୍ଠ ପୋଲିସ ଅଧିକାରୀ ତାଙ୍କୁ ପଛରୁ…
ରାଜନୀତି ରାଜ୍ୟ ଆଉ ନିର୍ବାଚନ ଲଢ଼ିବେନି ଜୁଏଲ୍ ଓରାମ July 12, 2025 Nirvay ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ବଡ଼ ଘୋଷଣା । ଆଉ ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଯୋଗ ଦେଇ ଜୁଏଲ୍ କହିଛନ୍ତି ଯେ ସେ ୧୦ ଥର ନିର୍ବାଚନ ଜିତିଲେଣି । ୮ ଥର…
ରାଜନୀତି ରାଜ୍ୟ ଡ୍ରାଇଭର ମହାସଂଘର ଆନ୍ଦୋଳନକୁ ସହଯୋଗ କରିବା ପାଇଁ ପିସିସି ସଭାପତିଙ୍କ ନିବେଦନ July 11, 2025 Nirvay ନାର୍ଯ୍ୟ ଦାବି ନେଇ ଡ୍ରାଇଭର ମହାସଂଘ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନ କୁ ପିସିସି ସଭାପତି ଭକ୍ତ ଚରଣ ଦାସ ପୂର୍ଣ୍ଣ ସମର୍ଥନ କରିଛନ୍ତି । ଏହି ଅବସରରେ ଦାସ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ଜିଲ୍ଲା କଂଗ୍ରେସ ସଂଯୋଜକ ଏବଂ ନେତୃବୃନ୍ଦ…
ରାଜନୀତି ରାଜ୍ୟ ରାହୁଲ ଗାନ୍ଧୀ ଭାରତର ଭବିଷ୍ୟତ: ଭକ୍ତ ଚରଣ ଦାସ July 11, 2025 Nirvay ଭୁବନେଶ୍ୱରରେ ଆୟୋଜିତ ‘ସମ୍ବିଧାନ ବଚାଓ ସମାବେଶ’ରେ ଅଭିଭାଷଣ ଦେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ଯେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ହେଉଛନ୍ତି ଭାରତର ଭବିଷ୍ୟତ । ଭକ୍ତ ଦାସ କହିଛନ୍ତି…
ରାଜନୀତି ରାଜ୍ୟ ସମ୍ବିଧାନ ପାଇଁ ସଡ଼କରୁ ସଂସଦ ଲଢ଼େଇ ହେବ: ଭକ୍ତ ଚରଣ ଦାସ July 10, 2025 Nirvay କଂଗ୍ରେସ ସମ୍ବିଧାନ ବଞ୍ଚାଇବା ପାଇଁ ଯେଉଁ ଅଭିଯାନ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଛି ତାହା ସଡ଼କରୁ ସଂସଦ ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି ପିସିସି ସଭାପତି ଭକ୍ତ ଚରଣ…
ରାଜନୀତି ରାଜ୍ୟ ଜେଲ ରୁ ବାହାରିଲେ ଜଗନ୍ନାଥ ପ୍ରଧାନ July 9, 2025 Nirvay ବିଜେପି ନେତା ତଥା ଭୁବନେଶ୍ୱର ମଧ୍ୟ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଆଜି ଝାରପଡା ଜେଲରୁ ବାହାରିଛନ୍ତି । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ତାଙ୍କୁ ଏହି ଜାମିନ ମିଳିଥିଲା । ବିଏମ୍ସି ମହାନଗର ନିଗମର ଅତିରିକ୍ତ…
ରାଜନୀତି ରାଜ୍ୟ ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ July 8, 2025 Nirvay ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ, ଯୋଗାଯୋଗ ଏବଂ ପ୍ରଚାର ବିଭାଗର ନୂତନ ଅଧ୍ୟକ୍ଷ ଭାବରେ ଅରବିନ୍ଦ ଦାସଙ୍କୁ ନିଯୁକ୍ତି ଦେଇଛନ୍ତି ବୋଲି ଏଆଇସିସି ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ଭେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ…
ରାଜନୀତି ରାଜ୍ୟ ଲଘୁଚାପ ବର୍ଷାରେ ଜମିରେ ପାଉଁଶ ମାଡ଼ିବାକୁ ନେଇ ବର୍ଷିଛନ୍ତି ଦୀପାଳି ଦାସ July 8, 2025 Nirvay ଲଘୁଚାପ ପ୍ରଭାବରେ ସପ୍ତାହେ ଧରି ଲଗାଣ ବର୍ଷା ପରେ ଝାରସୁଗୁଡା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ସମୟରେ ଜମିରେ ପାଉଁଶ ମାଡ଼ିବାକୁ ନେଇ ବର୍ଷିଛନ୍ତି ଝାରସୁଗୁଡାର ପୂର୍ବତନ ବିଧାୟିକା ଦୀପାଳି ଦାସ । ‘NH-୪୯…