Tag: Politics

Congress Manifesto: ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ

ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ନିର୍ବାଚନୀ ଇସ୍ତାହାରରେ ନୂଆପଡାର ବିକାଶକୁ ଗୁରୁତ୍ୱ ଦିଆଯାଇଛି । ଶିଳ୍ପ ପ୍ରତିଷ୍ଠା, ଶୀତଳ ଭଣ୍ଡାର ନିର୍ମାଣ, ତିଖାଲି ପ୍ରକଳ୍ପ ଉନ୍ନତିକରଣ, ପତୋରା ଡ୍ୟାମ ଉନ୍ନତିକରଣ, କୃଷିର ଉନ୍ନତିକରଣ,…

Bihar Assembly Elections: ଆଜି ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ

ଆଜି ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ । ଭୋଟିଂ ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଏହି ପର୍ଯ୍ୟାୟରେ ୧୮ ଜିଲ୍ଲାରେ ୧୨୧ ଆସନରେ ଭୋଟ ଦେବେ ଜନତା । ୪୫…

Nuapada Bye-Election: ବିଜେପିର ଶାଢ଼ୀ ଓ ଟଙ୍କା ବଣ୍ଟା ନେଇ ଅଭିଯୋଗ କଲା କଂଗ୍ରେସ

ନୂଆପଡା ଉପନିର୍ବାଚନ ପ୍ରଚାର ସମୟରେ ବିଜେପି କର୍ମୀଙ୍କ ଦ୍ୱାରା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ସମ୍ପର୍କରେ ଅଭିଯୋଗ କରି ଓଡ଼ିଶା ପ୍ରଦେଶ କଂଗେସ ପକ୍ଷରୁ ଏକ ୫ ଜଣିଆ ମହିଳା ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ତଥ୍ୟ…

Nuapada Campaign: ଆସନ୍ତା ୭ ତାରିଖରେ ପୁଣି ନୂଆପଡା ଯିବେ ନବୀନ ପଟ୍ଟନାୟକ

ଆସନ୍ତା ୭ ତାରିଖରେ ପୁଣି ଥରେ ନୂଆପଡ଼ା ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ଖରିଆର ରୋଡ୍‌ ଓ ନୂଆପଡ଼ା ବ୍ଲକରେ ପ୍ରଚାର କରିବେ । ୭ ତାରିଖରେ ନବୀନ ଦ୍ଵିତୀୟ…

Nuapada Campaign: କାଲି ନୂଆପଡ଼ାରେ ପ୍ରଚାର କରିବେ ୨ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ନୂଆପଡ଼ାରେ ପ୍ରଚାର କରିବେ ଦୁଇ ମୁଖ୍ୟମନ୍ତ୍ରୀ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଆସନ୍ତାକାଲି ପ୍ରଚାର କରିବେ । ସୂଚନା ଅନୁଯାୟୀ, ନୂଆପଡ଼ା ଜିଲ୍ଲା କୋମନାରେ…

Nuapada Bye-Election: ଜୟ ଢୋଲକିଆଙ୍କ ଅଭିଯୋଗ ଉପରେ ବିଜେଡିର ପ୍ରତିକ୍ରିୟା

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ରାଜ୍ୟସଭା ସାଂସଦ ସୁଲତା ଦେଓ ଜୟ ଓ ତାଙ୍କ ମାଆ ଆଣିଥିବା ଅଭିଯୋଗକୁ ଦୃଢ଼ ଖଣ୍ଡନ କରିଥିଲେ । ଡ଼…

Amar Patnaik joins BJP: ଅମର ବିଜେପିରେ ମିଶିବା ଦୁଇ ଦଳର ଡିଲ୍: କଂଗ୍ରେସ

ନୂଆପଡା ଖୁଣ୍ଟିଆ ଭବନଠାରେ ପିସିସି ମିଡ଼ିଆ ସେଲ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ ପୂର୍ବତନ ବିଧାୟକ ତଥା ପିସିସିର ବରିଷ୍ଠ ଉପସଭାପତି ଡ଼ ଦେବାଶିଷ ପଟ୍ଟନାୟକ ଅମର ପଟ୍ଟନାୟକ ବିଜେପିକୁ ଯିବା ଦୁଇ ଦଳର ଡିଲ୍ ବୋଲି କହିଛନ୍ତି ।…

Nuapada Bye-Election: ଜୟ ଢୋଲକିଆ ଙ୍କ ପାଇଁ ପ୍ରଚାର କଲେ ସାଂସଦ ବୈଜୟନ୍ତ ପଣ୍ଡା

ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ଜୟ ଢୋଲକିଆଙ୍କୁ ବିଜୟୀ କରିବାକୁ ବୈଜୟନ୍ତ ପଣ୍ଡା ନୂଆପଡ଼ାବାସୀଙ୍କୁ ନିବେଦନ…

Nuapada Bye-Election: ବନ୍ଧୁକ ମୂନରେ ନିର୍ବାଚନ ଜିତିବାକୁ ଚାହୁଁଛି ବିଜେପି: ଲେଖାଶ୍ରୀ

ବନ୍ଧୁକ ମୂନରେ ନିର୍ବାଚନ ଜିତିବା ପାଇଁ ବିଜେପି ଉଦ୍ୟମ କରିଛି । ଏହି ଘଟଣା ନୂଆପଡ଼ା ନୁହେଁ, ଶାନ୍ତିପ୍ରିୟ ଓଡ଼ିଶାକୁ ନିନ୍ଦିତ କରିଛି ବୋଲି ବିଜେଡି ନେତ୍ରୀ ଡ଼ ସାମନ୍ତସିଂହାର କହିଛନ୍ତି । ନୂଆପଡ଼ା ଉପନିର୍ବାଚନ ପାଇଁ ରକ୍ତମୁଖା ସାଜିଛି ବିଜେପି…

Nuapada By-Election: ୨୦୨୯ ରେ ଭକ୍ତ ଦାସଙ୍କ ନେତୃତ୍ୱରେ ନିର୍ବାଚନ ଲଢ଼ିବ କଂଗ୍ରେସ: ଲଲ୍ଲୁ

ଆଜି ନୂଆପଡ଼ା ସ୍ଥିତ କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମୀଳନୀରେ ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁ କହିଥିଲେ ଯେ, ନୂଆପଡା ଓଡ଼ିଶାର ସବୁଠୁ ପଛୁଆ ଜିଲ୍ଲା । ଏହା ମଧ୍ୟ ଆଦିବାସୀ ବହୁଳ ଜିଲ୍ଲା ଭାବରେ ପରିଚିତ…