Tag: Politics

ମୁଠି ଚାଉଳ ଆଉ ଏକ ଟଙ୍କା ସଂଗ୍ରହ କରି ଲଢ଼ିବେ ଆଦିବାସୀ: ଭକ୍ତ ଦାସ

ଓଡ଼ିଶା ପ୍ରଦେଶ ଆଦିବାସୀ କଂଗ୍ରେସ ତରଫରୁ ଆୟୋଜିତ ରାଜ୍ୟ ସ୍ତରୀୟ ବିଶ୍ୱ ଜନଜାତି ଦିବସ ଆଜି ଧୁମଧାମର ସହ ରାଜ୍ୟ କଂଗ୍ରେସ ଭବନ ସମ୍ମୁଖରେ ପାଳନ କରାଯାଇଛି । ଏହି ଅବସରରେ ଆଦିବାସୀଙ୍କ ପାଇଁ ଉଦ୍ଦିଷ୍ଟ ପେସା ଆଇନ୍ ପାଇଁ ନିର୍ଦ୍ଦେଶାବଳୀ…

୧୮ ଅଗଷ୍ଟରେ ବରଗଡ଼ ଠାରେ ବିଜେଡିର ବିରାଟ
ଚାଷୀ ସମାବେଶ

ରାଜ୍ୟରେ ବିଜେପି ସରକାରଙ୍କ ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮ ତାରିଖରେ ବରଗଡ଼ ଠାରେ ବିରାଟ ଚାଷୀ ସମାବେଶ କରିବ ବୋଲି ବିଜୁ ଜନତା ଦଳ ଆଜି ଘୋଷଣା କରିଛି । ଭୁବନେଶ୍ୱର ଶଙ୍ଖ ଭବନ ଠାରେ ବିଜୁ…

ରାହୁଲଙ୍କ ‘ଭୋଟ୍‌ ଚୋରି’ ଅଭିଯୋଗ ପରେ କର୍ଣ୍ଣାଟକ ସିଇଓଙ୍କ ନୋଟିସ

କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଅଭିଯୋଗ ପରେ କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ରାହୁଲ ଗାନ୍ଧୀଙ୍କୁ ଏକ ନୋଟିସ ଦେଇ ଭୋଟର ତାଲିକାରେ ହେରଫେର ଅଭିଯୋଗ ଉପରେ ଏକ ସତ୍ୟପାଠ ମାଗିଛନ୍ତି ।…

ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

ଆଖି ବୁଜିଲେ ଖଣ୍ଡପଡ଼ା ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ । ପୂର୍ବତନ ଓଡ଼ିଶାର ମନ୍ତ୍ରୀ, ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ଏବଂ ତିନିଥର ବିଧାୟକ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ହୋଇଛି । ହୃଦଜନିତ ସମସ୍ୟା ଯୋଗୁ ଡାକ୍ତରଖାନାରେ…

ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କ୍ରିୟତା ପାଇଁ ଜଳୁଛି ଛାତ୍ରୀଙ୍କ ଜୀବନ: ବିଜେଡି

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ଏବଂ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡ଼ା ପଞ୍ଚାୟତରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ କିରୋସିନ…

ନିଜ ବିଫଳତା ଉପରୁ ନଜର ହଟାଇବାକୁ ଅଫିସ୍ ବିଲ୍ଡିଂ ଗେରୁଆ କରଣ: ବିଜେଡି

ରାଜ୍ୟର ସମସ୍ତ ସରକାରୀ ଅଫିସ, ଉଭୟ ନୂଆ ଓ ପୁରୁଣାକୁ ଗେରୁଆ ରଙ୍ଗ ଦିଆଯିବ ବୋଲି ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ଏକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜୁ ଜନତା ଦଳ ଦୃଢ଼ ସମାଲୋଚନା କରିଛି । ବିଜୁ ଜନତା…

କଂଗ୍ରେସର ସପ୍ତାହବ୍ୟାପୀ ନାରୀ ନ୍ୟାୟଯାତ୍ରା

ରାଜ୍ୟରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା ବିରୁଦ୍ଧରେ କଂଗ୍ରେସର ସପ୍ତାହବ୍ୟାପୀ ନାରୀ ନ୍ୟାୟଯାତ୍ରା ଚୂଡାନ୍ତ କାର୍ଯ୍ୟକ୍ରମ ଘୋଷିତ ହୋଇଛି । ଆସନ୍ତା ୮ ତାରିଖ ଶୁକ୍ରବାର ବଳଙ୍ଗା ନାବାଳିକା ପୋଡ଼ି ଘଟଣାର ୩ ଦୁବୃର୍ତ୍ତଙ୍କ ଗିରଫ ଦାବିରେ କଟକ ସ୍ଥିତ ପୋଲିସ୍…

ଶାସକ ଦଳର ପ୍ରୋତ୍ସାହନରେ ଗଞ୍ଜାମ ଅପରାଧୀଙ୍କ ଚରାଭୂଇଁ ପାଲଟିଛି: ବିଜେଡି

ଗଞ୍ଜାମରେ ଲଗାତାର ଭାବେ ଅପରାଧ ଉପରମୁହାଁ ହୋଇଥିଲା ବେଳେ ଶାସକ ଦଳ ଏବଂ ମନ୍ତ୍ରୀଙ୍କ ପୁତୁରାଙ୍କ ଆତଙ୍କରାଜକୁ ଦୃଢ଼ ନିନ୍ଦା କରିଛି ବିଜେଡି । ଆଜି ଶଙ୍ଖଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ଓ…

ବିସ୍ଥାପିତଙ୍କ ପାଇଁ ଲଢ଼ିବ କଂଗ୍ରେସ: ଭକ୍ତ ଦାସ

ଆଜି କଂଗ୍ରେସ ଭବନଠାରେ ଏଆଇସିସି ମାନବିଧିକାର ସଂଘଟନ ପକ୍ଷରୁ ପ୍ରାୟ ୧୫ ଗୋଟି ଜିଲ୍ଲାରୁ ଆସିଥିବା କର୍ମକର୍ତ୍ତା ଓ ଶତାଧିକ ସ୍ୱେଛାସେବୀ ସଭାରେ ଯୋଗ ଦେଇଥିଲେ । ଏହି ସଭାରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଏବଂ ଏଆଇସିସି…

ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ବିକ୍ଷୋଭ

ଆଜି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ବିକ୍ଷୋଭ ରାଲି ମାଷ୍ଟରକ୍ୟାଣ୍ଟିନ ଛକଦେଇ ଜନପଥରେ ଯାଉଥିଲା ବେଳେ ରାସ୍ତାରେ ପୋଲିସ ଏହି ରାଲିର ପଥ ଅବରୋଧ କରିଥିଲା । ମହିଳାଙ୍କୁ ନ୍ୟାୟ ଦେବା…