Tag: Politics

Nuapada By-Poll: ଆତ୍ମହତ୍ୟାର ପନ୍ଥା କାହିଁକି ବାଛିଲା ବିଜଦ?

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ମହିଳା ସଭାନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି । ରାଜ୍ୟର କୌଣସି ଉପନିର୍ବାଚନ ଇତିହାସରେ ପୂର୍ବରୁ ଏପରି ମନୋନୟନ ଦେଖିବାକୁ ମିଳିନାହିଁ । ଉପନିର୍ବାଚନରେ…

Nuapada By-Poll: ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ସଂକଳ୍ପବଦ୍ଧ: ମନମୋହନ ସାମଲ

ନୂଆପଡ଼ା ଜିଲ୍ଲାର ମୌଳିକ ସମସ୍ୟାର ସମାଧାନ ସହ ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ନୂଆପଡ଼ାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଯୋଗ ଦେଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ସାମଲ କହିଛନ୍ତି ଯେ, ଆଗାମୀ ଦିନରେ…

Nuapada By-Election: ୨୪ ବର୍ଷର ଶାସନ; ପ୍ରାର୍ଥୀ ଖୋଜି ପାଉନି ବିଜୁ ଜନତା ଦଳ

ନୂଆପଡ଼ା ଉପନିର୍ବାଚନ ପାଇଁ ସବୁ ଦଳର ଅଙ୍କକଷା ଆରମ୍ଭ ହୋଇଗଲାଣି । କଂଗ୍ରେସ ମାଡ଼ି ଚାଲିଥିବା ବେଳେ ବିଜେଡିର ପ୍ରାର୍ଥୀ ଚୟନ ଅଙ୍କ ଛିଡ଼ୁନି । ବିଜେଡି ୨୪ ବର୍ଷ ଧରି ରାଜ୍ୟର ଶାସନ ଭାର ସମ୍ଭାଳିଥିଲା । ହେଲେ ନୂଆପଡ଼ା…

ନୂଆପଡ଼ା ଉପନିର୍ବାଚନ: ବସନ୍ତ ପଣ୍ଡାଙ୍କୁ ଭେଟି ଆଶୀର୍ବାଦ ନେଲେ ଜୟ ଢୋଲକିଆ

ଭାରତୀୟ ଜନତା ପାର୍ଟିରେ ମିଶିବା ପରେ ଆଜି ନୂଆପଡ଼ା ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ ସାଂସଦ ତଥା ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି । ଜୟ…

ନୂଆପଡା ନିର୍ବାଚନରେ ବ୍ୟବହାର ହେବ ହେଲିକଫ୍ଟର

ନୂଆପଡା ନିର୍ବାଚନରେ ବ୍ୟବହାର ହେବ ହେଲିକଫ୍ଟର । ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ୍ ଗୋପାଳନ ସୂଚନା ଦେଇଛନ୍ତି । ଦୁର୍ଗମ ଅଞ୍ଚଳର ୫ଟି ସ୍ଥାନରେ ୮ଟି ବୁଥ୍‌ରେ ବ୍ୟବହାର ହେବ ହେଲିକପ୍ଟର । ଲୋକଙ୍କୁ ନେବା ଆଣିବା ପାଇଁ ବ୍ୟବହାର…

ନୂଆପଡ଼ାରେ କଂଗ୍ରେସ ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର; ବିଜେଡିରେ ହାହାକାର

ନୂଆପଡ଼ା ଉପନିର୍ବାଚନ ପାଇଁ ସରଗରମ ହେଲାଣି ପ୍ରଚାର ମଇଦାନ । ନୂଆପଡ଼ା ଆଦିବାସୀ ଅଞ୍ଚଳ ହୋଇଥିବାବେଳେ ଭୋଟ୍ ହାତେଇବାକୁ ଆଦିବାସୀ କାର୍ଡ ଖେଳିଛି କଂଗ୍ରେସ । କଂଗ୍ରେସ ନୂଆପଡ଼ା ଜିଲ୍ଲା ସଭାପତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ଆଦିବାସୀ ଭୋଟ୍ ହାତେଇବାକୁ…

ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ ଦେହରେ ନାହିଁ: ବିଜେଡି

ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି । ଦଳର ବରିଷ୍ଠ ନେତା ପ୍ରତାପ ଜେନା ଗଣମାଧ୍ୟମକୁ କହିଛନ୍ତି ଯେ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ; ପଦ୍ମ ଧରିଲେ ଜୟ ଢୋଲକିଆ

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଛନ୍ତି ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ…

ନୂଆପଡ଼ା ଉପନିର୍ବାଚନ ୨୦୨୫: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଆଜି ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୁଡାନ୍ତ ଭୋଟର୍ ତାଲିକା ପ୍ରକାଶିତ କରିଛନ୍ତି । ସୂଚନାଯୋଗ୍ୟ ଯେ ନୂଆପଡା ବିଧାନ ସଭା ମଣ୍ଡଳୀ – ୭୧ ନୂଆପଡା, ୧୧ – କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ…

ବାଜିଲାଣି ନୂଆପଡ଼ା ଉପନିର୍ବାଚନ ବିଗୁଲ; କେଉଁଠି ନବୀନ?

ଓଡ଼ିଶାରେ ଏବେ ବିଜେପି ନେତୃତ୍ବାଧୀନ ସରକାର ସମୟରେ ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି । ନୂଆପଡ଼ା ବିଧାନସଭା କ୍ଷେତ୍ରରେ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ଆସନ ଖାଲି ପଡ଼ିଛି । ଏହା ମୋହନ ସରକାରଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ…