Tag: Politics

୨୪ ତାରିଖ ସୌମ୍ୟାଶ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ରୂପେ ପାଳନ କରିବ କଂଗ୍ରେସ

ବାଲେଶ୍ୱର ସୌମ୍ୟାଶ୍ରୀ ଆତ୍ମାହୁତି, ନିମାପଡ଼ା ପୋଡ଼ି ଘଟଣା ତଥା ରାଜ୍ୟରେ ବୃଦ୍ଧି ପାଉଥିବା ନାରୀ ନିର୍ଯାତନା ଏବଂ ସରକାରଙ୍କ ନିରବତା ବିରୋଧରେ ପୁନଶ୍ଚ ଆଜି କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ସରକାରଙ୍କୁ କଡା ସମାଲୋଚନା…

ନିମାପଡା ଛାତ୍ରୀ ପୋଡି ଘଟଣାର ଅନୁଧ୍ୟାନ କଲା ପିସିସି ତଥ୍ୟ ଅନୁଧ୍ୟାନ କମିଟି

ପୁରୀ ଜିଲ୍ଲା ଅନ୍ତର୍ଗତ ନିମାପଡା ବିଧାନସଭା ନିର୍ବାଚନ ମଣ୍ଡଳିରେ ଦୁବୃର୍ତ୍ତମାନଙ୍କ ଦ୍ବାରା ହୋଇଥିବା ଛାତ୍ରୀକୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେବା ଘଟଣାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଭକ୍ତ ଚରଣ ଦାସ ଅତ୍ୟନ୍ତ ଉଦ୍‌ବେଗ ପ୍ରକାଶ କରିବା ସହ…

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ମହିଳା କଂଗ୍ରେସ

ରାଜ୍ୟରେ ଗୋଟିକ ପରେ ଗୋଟିଏ ହୃଦୟ ବିଦାରକ ଘଟଣାରେ ଛାତ୍ରୀମାନେ ନିଆଁରେ ପୋଡିବା ରାଜ୍ୟ ସରକାରଙ୍କ ବିଫଳତାକୁ ଦର୍ଶାଉଛି । ‘ବେଟି ପଢ଼ାଓ ବେଟି ବଚାଓ’ ସ୍ଲୋଗାନ ଦେଉଥିବା ବିଜେପି ସରକାରଙ୍କ ଶାସନରେ ମହିଳା, ଛାତ୍ରୀମାନେ ସବୁଠାରୁ ଅସୁରକ୍ଷିତ । ସୌମ୍ୟାଶ୍ରୀଙ୍କୁ…

ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ମହିଳା ବିଜେଡିର ଶାନ୍ତିପୂର୍ଣ୍ଣ ଧାରଣା

ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି । ସୂଚନା ଅନୁଯାୟୀ, ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୋଧରେ,…

ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ସାରା ରାଜ୍ୟରେ ବିଜେଡିର ବିକ୍ଷୋଭ ଆରମ୍ଭ

ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁରେ ରାଜ୍ୟ ସରକାରଙ୍କ ବିଫଳତାକୁ ବିରୋଧ କରି ସାରା ରାଜ୍ୟରେ ବିଜେଡି ବିକ୍ଷୋଭ ଆରମ୍ଭ କରିଛି । ଭୁବନେଶ୍ୱର, ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ, ବାରିପଦା ଏବଂ ବିଭିନ୍ନ ସ୍ଥାନରେ ଛାତ୍ର ବିଜେଡି…

କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲା ମହିଳା କଂଗ୍ରେସ

ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଆଜି ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲେ ମହିଳା କଂଗ୍ରେସ ସଭାନେତ୍ରୀ । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ବିଫଳତାକୁ…

ବିଜେଡି ଉପରେ ବର୍ଷିଲେ ଅର୍ଚ୍ଚନା ନାଗ୍

ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଅଭିଯୋଗ ଦେବା ପରେ ଆଜି ପ୍ରେସମିଟ୍ କରି ବିଜେଡି ଉପରେ ବର୍ଷିଛନ୍ତି ଅର୍ଚ୍ଚନା ନାଗ । କିଛି ଆଗ ଧାଡ଼ିର ବିଜେଡି ନେତା ଓ ବରିଷ୍ଠ ପୋଲିସ ଅଧିକାରୀ ତାଙ୍କୁ ପଛରୁ…

ଆଉ ନିର୍ବାଚନ ଲଢ଼ିବେନି ଜୁଏଲ୍ ଓରାମ

ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ବଡ଼ ଘୋଷଣା । ଆଉ ନିର୍ବାଚନ ଲଢ଼ିବେନି ସୁନ୍ଦରଗଡ଼ ସାଂସଦ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଯୋଗ ଦେଇ ଜୁଏଲ୍‌ କହିଛନ୍ତି ଯେ ସେ ୧୦ ଥର ନିର୍ବାଚନ ଜିତିଲେଣି । ୮ ଥର…

ଡ୍ରାଇଭର ମହାସଂଘର ଆନ୍ଦୋଳନକୁ ସହଯୋଗ କରିବା ପାଇଁ ପିସିସି ସଭାପତିଙ୍କ ନିବେଦନ

ନାର୍ଯ୍ୟ ଦାବି ନେଇ ଡ୍ରାଇଭର ମହାସଂଘ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନ କୁ ପିସିସି ସଭାପତି ଭକ୍ତ ଚରଣ ଦାସ ପୂର୍ଣ୍ଣ ସମର୍ଥନ କରିଛନ୍ତି । ଏହି ଅବସରରେ ଦାସ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ଜିଲ୍ଲା କଂଗ୍ରେସ ସଂଯୋଜକ ଏବଂ ନେତୃବୃନ୍ଦ…

ରାହୁଲ ଗାନ୍ଧୀ ଭାରତର ଭବିଷ୍ୟତ: ଭକ୍ତ ଚରଣ ଦାସ

ଭୁବନେଶ୍ୱରରେ ଆୟୋଜିତ ‘ସମ୍ବିଧାନ ବଚାଓ ସମାବେଶ’ରେ ଅଭିଭାଷଣ ଦେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ଯେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ହେଉଛନ୍ତି ଭାରତର ଭବିଷ୍ୟତ । ଭକ୍ତ ଦାସ କହିଛନ୍ତି…