ରାଜନୀତି ରାଜ୍ୟ Amar Patnaik joins BJP: ଅମର ବିଜେପିରେ ମିଶିବା ଦୁଇ ଦଳର ଡିଲ୍: କଂଗ୍ରେସ November 4, 2025 Nirvay ନୂଆପଡା ଖୁଣ୍ଟିଆ ଭବନଠାରେ ପିସିସି ମିଡ଼ିଆ ସେଲ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ ପୂର୍ବତନ ବିଧାୟକ ତଥା ପିସିସିର ବରିଷ୍ଠ ଉପସଭାପତି ଡ଼ ଦେବାଶିଷ ପଟ୍ଟନାୟକ ଅମର ପଟ୍ଟନାୟକ ବିଜେପିକୁ ଯିବା ଦୁଇ ଦଳର ଡିଲ୍ ବୋଲି କହିଛନ୍ତି ।…
ରାଜନୀତି ରାଜ୍ୟ Nuapada Bye-Election: ଜୟ ଢୋଲକିଆ ଙ୍କ ପାଇଁ ପ୍ରଚାର କଲେ ସାଂସଦ ବୈଜୟନ୍ତ ପଣ୍ଡା November 1, 2025 Nirvay ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ଜୟ ଢୋଲକିଆଙ୍କୁ ବିଜୟୀ କରିବାକୁ ବୈଜୟନ୍ତ ପଣ୍ଡା ନୂଆପଡ଼ାବାସୀଙ୍କୁ ନିବେଦନ…
ରାଜନୀତି ରାଜ୍ୟ Nuapada Bye-Election: ବନ୍ଧୁକ ମୂନରେ ନିର୍ବାଚନ ଜିତିବାକୁ ଚାହୁଁଛି ବିଜେପି: ଲେଖାଶ୍ରୀ November 1, 2025 Nirvay ବନ୍ଧୁକ ମୂନରେ ନିର୍ବାଚନ ଜିତିବା ପାଇଁ ବିଜେପି ଉଦ୍ୟମ କରିଛି । ଏହି ଘଟଣା ନୂଆପଡ଼ା ନୁହେଁ, ଶାନ୍ତିପ୍ରିୟ ଓଡ଼ିଶାକୁ ନିନ୍ଦିତ କରିଛି ବୋଲି ବିଜେଡି ନେତ୍ରୀ ଡ଼ ସାମନ୍ତସିଂହାର କହିଛନ୍ତି । ନୂଆପଡ଼ା ଉପନିର୍ବାଚନ ପାଇଁ ରକ୍ତମୁଖା ସାଜିଛି ବିଜେପି…
ରାଜ୍ୟ Nuapada By-Election: ୨୦୨୯ ରେ ଭକ୍ତ ଦାସଙ୍କ ନେତୃତ୍ୱରେ ନିର୍ବାଚନ ଲଢ଼ିବ କଂଗ୍ରେସ: ଲଲ୍ଲୁ November 1, 2025 Nirvay ଆଜି ନୂଆପଡ଼ା ସ୍ଥିତ କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମୀଳନୀରେ ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁ କହିଥିଲେ ଯେ, ନୂଆପଡା ଓଡ଼ିଶାର ସବୁଠୁ ପଛୁଆ ଜିଲ୍ଲା । ଏହା ମଧ୍ୟ ଆଦିବାସୀ ବହୁଳ ଜିଲ୍ଲା ଭାବରେ ପରିଚିତ…
ରାଜନୀତି ରାଜ୍ୟ Nuapada Bypoll: ବିଜେଡିକୁ ସମର୍ଥନ ଜଣାଇଲେ ଭୁଞ୍ଜିଆ ସମ୍ପ୍ରଦାୟ November 1, 2025 Nirvay ଶନିବାର ଦିନ ନୂଆପଡା ବ୍ଲକ ର ସେଠଜମ୍ପାନି ଗ୍ରାମ ପଞ୍ଚାୟତରେ ଆୟୋଜିତ ଜନସଭାରେ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଛୁକତିଆ ଭୁଞ୍ଜିଆ ଓ ଭୁଞ୍ଜିଆ ସମ୍ପ୍ରଦାୟ ର ଲୋକେ ସ୍ୱାଗତ ଜଣାଇଥିଲେ । ଏହି ସଭାରେ ବିଜୁ ଜନତା ଦଳର ବରିଷ୍ଠ…
ରାଜନୀତି ରାଜ୍ୟ Nuapada Bypoll: ବିଜେଡି ନେତାଙ୍କ ଆକ୍ରମଣ ପ୍ରସଙ୍ଗ; ନୂଆପଡାବାସୀ କାହାର କ୍ରୀତଦାସ ନୁହନ୍ତି କହିଛି ବିଜେପି November 1, 2025 Nirvay ଆଜି ନୂଆପଡାସ୍ଥିତ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ନୂଆପଡାର ସ୍ଥାନୀୟ ବରିଷ୍ଠ ନେତା ଖାମସିଂହ ମାଝୀ କହିଛନ୍ତି ଯେ, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ନୂଆପଡାରେ ନିଜ ନିୟନ୍ତ୍ରଣ ରଖିବା ପାଇଁ ବବି ଦାସ ଏକ ବାହାର…
ରାଜନୀତି ରାଜ୍ୟ Nuapada Election Updates: ନୂଆପଡାରେ ବିଜେପି ର “ନୂତନ ଭୋଟର ସ୍ୱାଗତ ସମ୍ବର୍ଦ୍ଧନା” କାର୍ଯ୍ୟକ୍ରମ November 1, 2025 Nirvay ଆଜି ନୁଆପଡା ଜିଲ୍ଲାର ଶତାଧିକ ଜନସାଧାରଣ ବିଜେପିରେ ସାମିଲ ହୋଇଛନ୍ତି । ନୂଆପଡ଼ା ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆୟୋଜିତ “ନୂତନ ଭୋଟର ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ” ରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନୂତନ ମତଦାତା ଭାଇ ଓ ଭଉଣୀମାନଙ୍କୁ ସ୍ୱାଗତ…
ରାଜନୀତି ରାଜ୍ୟ Nuapada Bypoll: କୋମନାରେ ଲୋକଙ୍କୁ ଭୟଭୀତ କରିବାକୁ ବିଜେପି ଉଦ୍ୟମ କରୁଥିବା ଅଭିଯୋଗ କରିଛି କଂଗ୍ରେସ November 1, 2025 Nirvay କୋମନାରେ କୋରାପୁଟ ବିଧାୟକଙ୍କ ପିଏସଓ ଦ୍ୱାରା ବ୍ଲାଙ୍କ ଫାୟାର କରିବା ଘଟଣା ସମ୍ପର୍କରେ ଆଜି କୋମନା ଥାନାରେ କଂଗ୍ରେସ ଦଳ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି । ଗତକାଲି କୋମନା ସହର ମଧ୍ୟରେ ହୋଟେଲ ସମ୍ପର୍କ ସମ୍ମୁଖରେ ଘଟିଯାଇଥିବା ଅପରାଧିକ ଘଟଣା…
ବ୍ୟବସାୟ Mohammad Azharuddin: ତେଲେଙ୍ଗାନା କ୍ୟାବିନେଟ୍ରେ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମହମ୍ମଦ ଆଝାରୁଦ୍ଦିନ October 31, 2025 Nirvay ତେଲେଙ୍ଗାନା କ୍ୟାବିନେଟରେ ମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନ । ଆଜି ରାଜଭବନରେ ତାଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା । ରାଜ୍ୟପାଳ ଜିଷ୍ଣୁ ଦେବ…
ବ୍ୟବସାୟ FIR lodged against Bobby Das: ବିଜେଡି ନେତା ବବି ଦାସଙ୍କ ନାଁରେ ଥାନାରେ ଅଭିଯୋଗ October 31, 2025 Nirvay ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଥିବାବେଳେ ବିଜେଡି ନେତା ବବି ଦାସଙ୍କ ନାଁରେ ଆଜି ନୂଆପଡ଼ା ଜିଲ୍ଲା କୋମନା ଥାନାରେ ଲିଖିତ ଅଭିଯୋଗ ହୋଇଛି । କୋମନାର ଜଣେ ଆଦିବାସୀ ଯୁବକ ଏହି ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ…