ଦେଶ ରାଜନୀତି Notice To Remove CEC: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ହଟାଇବାକୁ ବିରୋଧୀଙ୍କ ନୋଟିସ୍ March 13, 2026 Nirvay ରାଜନୈତିକ ଦଳଗୁଡ଼ିକ ପ୍ରତି ପକ୍ଷପାତପୂର୍ଣ୍ଣ ବ୍ୟବହାର କରୁଥିବା ଅଭିଯୋଗରେ ବିଭିନ୍ନ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ପଦରୁ ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ପାଇଁ ନୋଟିସ୍ ଦାଖଲ କରିଛନ୍ତି । ନୋଟିସ୍ ରେ ବିଭିନ୍ନ ବିରୋଧୀ ଦଳର ପ୍ରାୟ ୧୯୩…
ତାଜା ଖବର ରାଜନୀତି ରାଜ୍ୟ BJD issues Whip to MLAs: ବିଜେଡି ବିଧାୟକଙ୍କୁ ଭୁବନେଶ୍ୱର ଛାଡ଼ିବା ମନା March 11, 2026 Nirvay ବିଜୁ ଜନତା ଦଳ ରାଜ୍ୟସଭା ନିର୍ବାଚନ ପୂର୍ବରୁ ସମସ୍ତ ବିଧାୟକଙ୍କୁ ହ୍ୱିପ ଜାରି କରିଛି । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଜାରି କରିଥିବା ହ୍ୱିପ ରେ ମାର୍ଚ୍ଚ ୧୩ ତାରିଖ ରୁ ୧୬ ଯାଏ ଭୁବନେଶ୍ୱର ନ…
ତାଜା ଖବର ରାଜନୀତି ରାଜ୍ୟ Rabindra Jena Resigns From BJD: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ରବୀନ୍ଦ୍ର ଜେନା March 10, 2026 Nirvay ବିଜେଡିରୁ ଇସ୍ତଫା ଦେଲେ ବାଲେଶ୍ଵରର ପୂର୍ବତନ ସାଂସଦ ତଥା ପୂର୍ବତନ ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି । ଦୀର୍ଘ…
ରାଜନୀତି ରାଜ୍ୟ Nyaya Sanhita Ranking: ନ୍ୟାୟ ସଂହିତା କାର୍ଯ୍ୟକାରିତାରେ ଓଡିଶା ପଛରେ ପଡିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଇସ୍ତଫା ଦାବି କଲା ବିଜେଡି March 10, 2026 Nirvay ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରିତାରେ ଓଡିଶା ପଛରେ ପଡିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହିତ ଗୃହ ବିଭାଗର ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜୁ ଜନତା ଦଳ । ବିଜେପି କ୍ଷମତାସୀନ ହେବା ପରଠାରୁ ରାଜ୍ୟର…
ତାଜା ଖବର ଦେଶ ରାଜନୀତି Draupadi Murmu in Bengal: ରାଷ୍ଟ୍ରପତି ମୁର୍ମୁ ଏବଂ ଆଦିବାସୀ ସମ୍ପ୍ରଦାୟକୁ ‘ଅପମାନ’ ପାଇଁ ଟିଏମସି ସରକାରଙ୍କୁ ମୋଦିଙ୍କ ସମାଲୋଚନା March 7, 2026 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ସରକାରଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଦେଶର ଆଦିବାସୀ ସମ୍ପ୍ରଦାୟ ପ୍ରତି ହୋଇଥିବା ଅପମାନ ପାଇଁ ସମାଲୋଚନା କରିଛନ୍ତି । ଶାନ୍ତିନିକେତନର ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀରେ…
ଦେଶ ରାଜନୀତି Rajya Sabha Elections: ପିଏମଓ ନଜରରେ ରାଜ୍ୟସଭା ନିର୍ବାଚନ March 7, 2026 Nirvay ନିର୍ଭୟ ମିଡିଆ : ନୂଆଦିଲ୍ଲୀ ଓଡ଼ିଶାର ୪ ଆସନ ପାଇଁ ହେବାକୁ ଯାଉଛି ରାଜ୍ୟସଭା ନିର୍ବାଚନ । ମନୋନୟନ ପତ୍ର ଦାଖଲ ସରିଛି । ଭାଜପା ପକ୍ଷରୁ ମନମୋହନ ସାମଲ ଏବଂ ସୁଜିତ କୁମାର, ଭାଜପା ସମର୍ଥନରେ ସାଧୀନ ପ୍ରାର୍ଥୀ ଦିଲୀପ…
ତାଜା ଖବର ରାଜନୀତି ରାଜ୍ୟ Rajya Sabha Polls: ନାମାଙ୍କନ ପରେ ଜିତିବା ନେଇ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଦିଲ୍ଲୀପ ରାୟ March 5, 2026 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଆଜି ବିଜେପିରୁ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ସୁଜିତ୍ କୁମାର ରାଜ୍ୟସଭା ନିର୍ବାଚନରେ ନାମାଙ୍କନ ଦାଖଲ କରିଛନ୍ତି । ସେଇଭଳି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ BJD Expels Pravat Biswal: ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ୱାଳ February 28, 2026 Nirvay ବିଜେଡି ସଭାପତି ନବୀନ ପଟ୍ଟନାୟକ ବିଜେଡି ଚୌଦ୍ୱାର-କଟକର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି । ରାଜ୍ୟସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ବିରୋଧରେ ବିଶ୍ୱାଳ ମନ୍ତବ୍ୟ…
ତାଜା ଖବର ରାଜନୀତି ରାଜ୍ୟ Ruckus At Naveen Niwas: ରାଜ୍ୟସଭା ପ୍ରାର୍ଥୀକୁ ନେଇ ପ୍ରଭାତ ବିଶ୍ଵାଳଙ୍କ ନବୀନ ନିବାସରେ ହଙ୍ଗାମା February 28, 2026 Nirvay ରାଜ୍ୟସଭା ନିର୍ବାଚନ ପାଇଁ ସଂତୃପ୍ତ ମିଶ୍ରଙ୍କ ପ୍ରାର୍ଥୀତ୍ୱକୁ ବିରୋଧ କରି ବିଜୁ ଜନତା ଦଳର ନେତା ତଥା ପୂର୍ବତନ ବିଧାୟକ ପ୍ରଭାତ ବିଶ୍ଵାଳ ଓ ସୌଭିକ ବିଶ୍ଵାଳ ନବୀନ ନିବାସରେ ହଙ୍ଗାମା କରିଛନ୍ତି । ଯାହାଙ୍କୁ ଦିଆଯାଇଛି ସେ ଦଳ ପାଇଁ…
ତାଜା ଖବର ରାଜନୀତି ରାଜ୍ୟ Congress Extends Support To Dr. Datteswar Hota: ରାଜ୍ୟସଭା ପ୍ରାର୍ଥୀ ଡା. ଦତ୍ତେଶ୍ୱର ହୋତାଙ୍କୁ କଂଗ୍ରେସର ସମର୍ଥନ February 28, 2026 Nirvay କଂଗ୍ରେସ ପାର୍ଟି ଡା. ଦତ୍ତେଶ୍ୱର ହୋତାଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବରେ ସମର୍ଥନ କରିବାର ଘୋଷଣା କରିଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବା ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଏହି…