Tag: Politics

ଶଙ୍ଖ ଭବନରେ ବିଜେଡି ନେତ୍ରୀଙ୍କ ହାତାହାତି; ମୁଖପାତ୍ର ଇପ୍‌ସିତା ସାହୁଙ୍କୁ ମାଡ଼

ବିଜେଡିର ପ୍ରତିଷ୍ଠା ଦିବସ ଅବସରରେ ଶଙ୍ଖ ଭବନରେ ବିଜେଡି ନେତ୍ରୀଙ୍କ ମଧ୍ୟରେ ହାତାହାତି ହୋଇଥିବା ଖବର ସାମ୍ନାକୁ ଆସିଛି । ବିଜେଡି ଯୁବନେତ୍ରୀ ତଥା ମୁଖପାତ୍ର ଇପ୍‌ସିତା ସାହୁଙ୍କୁ ଅନ୍ୟ ମହିଳା କର୍ମୀ ସର୍ବସମ୍ମୁଖରେ ଚାପୁଡ଼ା ମାରିଛନ୍ତି । କିନ୍ତୁ ପ୍ରଥମେ…

ରାଜନୀତିରେ ଆସିବାକୁ ରଘୁବରଙ୍କ ଇଚ୍ଛା: ବିଜୟ ପାଲ ସିଂ ତୋମାର

ଦେଶରେ ରାଜ୍ୟପାଳଙ୍କ ଏକ ବଡ଼ ଧରଣର ଅଦଳବଦଳ ହୋଇଥିବାବେଳେ ଓଡିଶା ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ନେଇ ପ୍ରତିକ୍ରିୟା ରଖିଛନ୍ତି ପ୍ରଭାରୀ ବିଜୟ ପାଲ ସିଂ ତୋମାର । ରଘୁବର ଦାସ ଓଡ଼ିଶାର ରାଜ୍ୟପାଳ ପଦରୁ ଗତକାଲି ଇସ୍ତଫା ଦେଇଥିବାବେଳେ ରାଷ୍ଟ୍ରପତି…

ଅସଙ୍ଗତି ତଥ୍ୟ ନେଇ ନିର୍ବାଚନର ସ୍ୱଚ୍ଛତା ଉପରେ ପ୍ରଶ୍ନ କରିଛି ବିଜେଡି

ବିଜୁ ଜନତା ଦଳର ଏକ ପ୍ରତିନିଧି ଦଳ ଗତ କାଲି ଦେଶର ନିର୍ବାଚନ କମିଶନ ଙ୍କୁ ଭେଟି ଗତ ସାଧାରଣ ନିର୍ବାଚନରେ ବଡ ଧରଣର ଅସଙ୍ଗତି ଥିବା ଦର୍ଶାଇଥିବାବେଳେ ଆଜି ଶଙ୍ଖ ଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ମୁଖପାତ୍ର ଅରୁଣ…

ବିଜେଡି ନିଜ ହାରିବାର ଆତ୍ମସମୀକ୍ଷା କରିବା ଆବଶ୍ୟକ: ସାଂସଦ ବଳଭଦ୍ର ମାଝୀ

ଲୋକଲୋଚନରେ ରହିବା ପାଇଁ ବିଜେଡି ବ୍ୟର୍ଥ ପ୍ରୟାସ ଜାରୀ ରଖିଛି ବୋଲି କହିଛନ୍ତି ସାଂସଦ ବଳଭଦ୍ର ମାଝୀ । ବିନା ତଥ୍ୟ ଆଧାରରେ ଅଭିଯୋଗ କରିବା ବିଜେଡିର ଚିରାଚରିତ ଅଭ୍ୟାସ ଏବଂ ନିର୍ବାଚନ ସରିବାର ୬ ମାସ ପରେ ବିଜେଡି ଆଜି…

କୁଟ୍ଟେ, ଆଶିଷ ଘଟଣାରେ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ

ଓଡିଶାର ଦୁଇ ଜଣ ଆଇପିଏସ ଅଫିସର ଯାହାଙ୍କ ବିରୁଦ୍ଧରେ ଚାର୍ଜସିଟ କରିବାପାଇଁ ଇଲେକ୍ସନ କମିଶନଙ୍କ ନିକଟରେ ବିଜେପି ଅଭିଯୋଗ କରିଥିଲା , ସରକାରକୁ ଆସିବା ପରେ କେନ୍ଦ୍ରୀୟ ଡେପୁଟେସନରେ ସେହି ଦୁଇ ଅଧିକାରୀଙ୍କୁ ପଠାଇ ଦେଇଛି । ଅଲଇଣ୍ଡିଆ ସର୍ଭିସ ରୁଲ…

ଧର୍ମେନ୍ଦ୍ର ହେବେ କି ପରବର୍ତ୍ତୀ ଭାଜପା ଅଧ୍ୟକ୍ଷ ?

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଓଡିଶା ଗସ୍ତ ଶେଷ କରି ଫେରି ଯାଇଛନ୍ତି। ଅଧ୍ୟକ୍ଷ ଭାବେ ଏହା ବୋଧହୁଏ ତାଙ୍କର ଶେଷ ଓଡିଶା ଗସ୍ତ। ତାଙ୍କ ଅଧ୍ୟକ୍ଷତା କାଳରେ ଓଡ଼ିଶାରେ ପଦ୍ମ ଫୁଟିଛି। ୨୪ ବର୍ଷର ଶଙ୍ଖ ସରକାର…

ନବୀନ ବାବୁ ବାସ୍ତବରେ ‘ସାଧୁ ନା ବେଇମାନ’ ସସ୍ମିତ ପାତ୍ର ସ୍ପଷ୍ଟ କରନ୍ତୁ: ମନୋଜ ମହାପାତ୍ର

ଏକଦା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଆକ୍ଷେପ କରି “ବେଇମାନ ଲିଗାସି ଇନ୍ ନବୀନ ପଟ୍ଟନାୟକଏସ୍ ବିଜେଡି” ବୋଲି କହିଥିବା ବିଜେଡି ସାଂସଦ ତଥା ମୁଖପାତ୍ର ସସ୍ମିତ ପାତ୍ରଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତି ଟିପ୍ପଣୀ…

ବିଜୁ ଜନତା ଦଳ ନୁହେଁ, ଚାଲିଛି ବୁନୁ ଜନତା ଦଳ

ବିଜେଡିରେ ଏବେ ଫାଟ ସୃଷ୍ଟି ହୋଇଛି। ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ୍‌ ଆଜି ବିଜେଡି ଛାଡିଥିବା ବେଳେ ଏହାର କାରଣ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓରଫ ବୁନୁ ବୋଲି କହିଛନ୍ତି। ତାଙ୍କ ପାଇଁ ହିଁ…

ବିଜେପି ଆଡ଼କୁ ଢଳୁଛନ୍ତି ପ୍ରଭାତ: ଦେବାଶିଷ

ବିଜେଡିର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ସମ୍ପର୍କରେ ବଡ଼ ମନ୍ତବ୍ୟ ଦେଇଛନ୍ତି ବିଜେଡି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ପ୍ରଭାତ ବିଶ୍ୱାଳ ବିଜେପି ଆଡ଼କୁ ଢଳୁଥିବା ଦେବାଶିଷ କହିଛନ୍ତି। ସିବିଆଇ ମାମଲାରୁ ବର୍ତ୍ତିବାକୁ ଶ୍ରୀ ବିଶ୍ୱାଳ ବିଜେପି ଆଡ଼କୁ ଢଳୁଥିବା ଲାଗୁଚି…

ଥମୁନି ବିଜେଡିର ଆଭ୍ୟନ୍ତରୀଣ କନ୍ଦଳ

ଥମିବାର ନାଁ ଧରୁନି ଭୁବନେଶ୍ୱର ବିଜେଡିର ଆଭ୍ୟନ୍ତରୀଣ କନ୍ଦଳ। ଆଜି ସିଧାସଳଖ ଦୁଇ ବରିଷ୍ଠ ନେତାଙ୍କୁ ଆଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି ବରିଷ୍ଠ ବିଜେଡି କର୍ପୋରେଟର ବିରଞ୍ଚି ନାରାୟଣ ମହାସୁପକାର। ନାଁ ନନେଇ ଅଶୋକ ପଣ୍ଡା, ଅନନ୍ତ ଜେନାଙ୍କ ଆଡ଼କୁ ଇଙ୍ଗିତ କଲେ…