ରାଜନୀତି ରାଜ୍ୟ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ ଦେହରେ ନାହିଁ: ବିଜେଡି October 11, 2025 Nirvay ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି । ଦଳର ବରିଷ୍ଠ ନେତା ପ୍ରତାପ ଜେନା ଗଣମାଧ୍ୟମକୁ କହିଛନ୍ତି ଯେ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ; ପଦ୍ମ ଧରିଲେ ଜୟ ଢୋଲକିଆ October 11, 2025 Nirvay ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଛନ୍ତି ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ ୨୦୨୫: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା October 9, 2025 Nirvay ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଆଜି ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୁଡାନ୍ତ ଭୋଟର୍ ତାଲିକା ପ୍ରକାଶିତ କରିଛନ୍ତି । ସୂଚନାଯୋଗ୍ୟ ଯେ ନୂଆପଡା ବିଧାନ ସଭା ମଣ୍ଡଳୀ – ୭୧ ନୂଆପଡା, ୧୧ – କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ…
ରାଜନୀତି ରାଜ୍ୟ ବାଜିଲାଣି ନୂଆପଡ଼ା ଉପନିର୍ବାଚନ ବିଗୁଲ; କେଉଁଠି ନବୀନ? October 9, 2025 Nirvay ଓଡ଼ିଶାରେ ଏବେ ବିଜେପି ନେତୃତ୍ବାଧୀନ ସରକାର ସମୟରେ ପ୍ରଥମ ଉପନିର୍ବାଚନ ହେବାକୁ ଯାଉଛି । ନୂଆପଡ଼ା ବିଧାନସଭା କ୍ଷେତ୍ରରେ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ଆସନ ଖାଲି ପଡ଼ିଛି । ଏହା ମୋହନ ସରକାରଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ…
ରାଜନୀତି ରାଜ୍ୟ ୧୧ ବରିଷ୍ଠ ନେତାଙ୍କୁ ସାଂଗଠନିକ ଦାୟିତ୍ୱ ଦେଲା ବିଜେଡି October 8, 2025 Nirvay ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୧୧ ଜଣ ବରିଷ୍ଠ ନେତାଙ୍କୁ ସାଂଗଠନିକ ତାୟିତ୍ୱ ଦେଇଛି ବିଜୁ ଜନତା ଦଳ । ଉପସଭାପତି, ବରିଷ୍ଠସାଧାରଣ ସମ୍ପାଦକ, ସାଧାରଣ ସମ୍ପାଦକ ଏବଂ ସମ୍ପାଦକ ନିଯୁକ୍ତି ନେଇ ଘୋଷଣା କରିଛି ବିଜୁ ଜନତା…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: କେତେ ଦମ୍ ରେ ଲଢ଼ିବ ବିଜେଡି ? October 8, 2025 Nirvay ନୂଆପଡ଼ା ବିଧାନସଭା କ୍ଷେତ୍ର ପାଇଁ ଉପନିର୍ବାଚନ ତାରିଖ ଘୋଷଣା ହୋଇଛି । ଆସନ୍ତା ୧୧ ତାରିଖରେ ମତଦାନ ଓ ୧୪ରେ ଭୋଟ ଗଣତି ପାଇଁ ତାରିଖ ଧାର୍ଯ୍ୟ ହୋଇଛି । ରାଜ୍ୟରେ ନୂଆ କରି ସରକାର ଗଠନ କରିଥିବା ବିଜେପି ନେତୃତ୍ୱରେ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ଘାସିରାମ ମାଝୀ ହେଲେ କଂଗ୍ରେସ ପ୍ରାର୍ଥୀ October 7, 2025 Nirvay ନୂଆପଡା ବିଧାନସଭାର ଉପ-ନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ଆଜି ପ୍ରାର୍ଥୀ ଘୋଷଣା କରିଛି । ଘାସିରାମ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି । ନୂଆପଡାରେ ଜଣେ ଆଦିବାସୀ ଚେହେରା ଭାବରେ ଘାସିରାମ…
ରାଜନୀତି ରାଜ୍ୟ ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡିର ପ୍ରୟାସ October 4, 2025 Nirvay ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡି ଏବେ ଜୋରଦାର ଚେଷ୍ଟା ଚଳାଇଛି । ୨୦୨୪ ନିର୍ବାଚନ ହାରିବାକୁ ଦଳ କି ଦଳୀୟ ନେତା ସହଜରେ ଗ୍ରହଣ କରିପାରୁନାହାନ୍ତି । ଗତ ସାଧାରଣ ନିର୍ବାଚନରେ ନିର୍ବାଚନ ବୈତରଣୀ ପାର ହେବାକୁ ସୋସିଆଲ ମିଡ଼ିଆର ବହୁଳ…
ରାଜନୀତି ରାଜ୍ୟ ବ୍ୟୋମକେଶ ରାୟଙ୍କୁ ଘେରିଲେ ସାଧାରଣ ଜନତା October 3, 2025 Nirvay ଦୁର୍ଗା ମେଢ଼ ଦେଖିବାକୁ ଆସି ହରଡ଼ଘଣାରେ ପଡ଼ିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । ନିଜ ନିର୍ବାଚନ ମଣ୍ଡଳୀରେ ଦୁର୍ଗାପୂଜା ମଣ୍ଡପ ବୁଲୁଥିବା ବେଳେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଖେରଙ୍ଗ ପଞ୍ଚାୟତର ଲୋକ ‘ଭତ୍ତା ଚୋର’ କହି ଶ୍ରୀ…
ରାଜନୀତି ରାଜ୍ୟ ମାଲକାନଗିରିରେ କଂଗ୍ରେସ ର ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ଆରମ୍ଭ October 2, 2025 Nirvay ପବିତ୍ର ବିଜୟା ଦଶମୀ ଓ ଗାନ୍ଧୀ ଜୟନ୍ତୀ ଅବସରରେ ମାଲକାନଗିରିର ମୋଟୁସ୍ଥିତ ତିନି ନଦୀର ସଙ୍ଗମସ୍ଥଳ ମଙ୍ଗି ପଏଣ୍ଟଠାରୁ ପିସିସି ସଭାପତି ଭକ୍ତ ଚରଣ ଦାସ ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ର ଶୁଭାରମ୍ଭ…