ଦେଶ ରାଜନୀତି ରାଜ୍ୟ ମୋଦି ଗ୍ୟାରେଣ୍ଟି, କାର୍ଯ୍ୟକର୍ତ୍ତାଙ୍କ ପରିଶ୍ରମର ଫଳ ହେଉଛି ଦିଲ୍ଲୀରେ ବିଜେପି ସରକାର: ବୈଜୟନ୍ତ ପଣ୍ଡା February 13, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନ-୨୦୨୫ରେ ବିଜେପି ଐତିହାସିକ ବିଜୟ ଲାଭ କରିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ ଆସ୍ଥା ପ୍ରକଟ କରି ବିପୁଳ ଜନ ସମର୍ଥନ ଜଣାଇଛନ୍ତି । ଗତ ୨୭…
ରାଜନୀତି ରାଜ୍ୟ ଓଡିଶା ଓ ଓଡିଶା ବାସୀଙ୍କ ସ୍ୱାର୍ଥ ପାଇଁ ବିଧାନସଭାରେ ଦୃଢ଼ ସ୍ୱର ଉଠାଇବ ବିଜେଡି: ନବୀନ ପଟ୍ଟନାୟକ February 12, 2025 Nirvay ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଶଙ୍ଖ ଭବନରେ ଆଜି ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଟ୍ଟନାୟକ ଡବଲ ଇଞ୍ଜିନ ସରକାରକୁ ଦାୟିତ୍ବହୀନ ବୋଲି କହିଛନ୍ତି । ସେ ପୁଣି କହିଛନ୍ତି ଯେ…
ରାଜନୀତି ରାଜ୍ୟ ଭକ୍ତ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ନିଯୁକ୍ତ February 11, 2025 Nirvay ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରିଛନ୍ତି । ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଓଡ଼ିଶା ପ୍ରଦେଶ…
ରାଜ୍ୟ ଭ୍ରଷ୍ଟ ସରକାର ବିରୋଧରେ ଅସନ୍ତୋଷର ବିସ୍ଫୋରଣ ହୋଇଛି: ମନମୋହନ ସାମଲ February 8, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନ-୨୦୨୫ରେ ଐତିହାସିକ ବିଜୟ ଲାଭ ପାଇଁ ବିଜେପି କାର୍ଯ୍ୟକର୍ତାଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ…
ଦେଶ ରାଜନୀତି ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ମୋଦିଙ୍କ ସମ୍ବୋଧନ; କହିଲେ ଆପ୍ଦାରୁ ମୁକ୍ତ ହେଲା ଦିଲ୍ଲୀ February 8, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟ ମୁକୁଟ ପିନ୍ଧିବା ପରେ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି । ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ସମ୍ବୋଧନ ଦେଇ ବିଜୟ ପାଇଁ ଦିଲ୍ଲୀବାସୀଙ୍କୁ କୃତଜ୍ଞତା ଜଣାଇବା ସହ ଶେଷରେ ଆପ୍ଦାରୁ…
ଦେଶ ରାଜନୀତି ରାଜ୍ୟ ଦିଲ୍ଲୀରେ ବିଜୟ ପରେ ବୈଜୟନ୍ତ ଧନ୍ୟବାଦର ପାତ୍ର ବୋଲି କହିଲେ ମନମୋହନ February 8, 2025 Nirvay ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନମୋହନ ସାମଲ ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର ବୋଲି କହିଛନ୍ତି । କେନ୍ଦ୍ରପଡା ସାଂସଦ ବୈଜୟନ୍ତ ପଣ୍ଡା ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି ।…
ଦେଶ ରାଜନୀତି ଦିଲ୍ଲୀରେ ୨୭ ବର୍ଷ ପରେ ପୁଣି ବିଜେପି ସରକାର ! କେଜ୍ରିୱାଲଙ୍କ ଶୀଷମହଲ ଭାଙ୍ଗି ଚୁରମାର February 8, 2025 Nirvay ଆଜି, ୨୭ ବର୍ଷ ପରେ ବିଜେପି ଦିଲ୍ଲୀରେ କ୍ଷମତାକୁ ଫେରିବାକୁ ଯାଉଛି । ଅଷ୍ଟମ ରାଉଣ୍ଡ ଶେଷ ସୁଦ୍ଧା ନୂଆଦିଲ୍ଲୀ ଆସନରେ ବିଜେପି ପ୍ରାର୍ଥୀ ପରଭେଶ୍ ବର୍ମା ଆଗୁଆ ରହିଛନ୍ତି । ୨୩୮ ଖଣ୍ଡ ଭୋଟ୍ରେ ପଛୁଆ ରହିଛନ୍ତି ଅରବିନ୍ଦ କେଜ୍ରିୱାଲ…
ଦେଶ ରାଜନୀତି ଏକଜିଟ୍ ପୋଲ୍ ସର୍ଭେ; ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି ଆସିବ ବିଜେପି! February 5, 2025 Nirvay ୨୭ ବର୍ଷ ପରେ ପୁଣି ଥରେ ବିଜେପି ଦିଲ୍ଲୀ ଦଖଲ କରିବ! ୯ଟି ଏକଜିଟ୍ ପୋଲ୍ ଫଳାଫଳ କହୁଛି, ୨୭ ବର୍ଷ ପରେ ଦିଲ୍ଲୀରେ ପୁଣି କଡ଼ ଲେଉଟାଇବ ଇତିହାସ । ଦିଲ୍ଲୀର ୭୦ ବିଧାନସଭା ଆସନର ମତଦାନ ସରିବା ପରେ…
ଦେଶ ରାଜନୀତି ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶେଷ ହେଲା ପ୍ରଚାର February 3, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରଚାର ସୋମବାର ସନ୍ଧ୍ୟା ୬ଟାରେ ଶେଷ ହୋଇଛି । ଫେବୃଆରି ୫ ତାରିଖରେ ମତଦାନ ହେବ ଏବଂ ଫେବୃଆରି ୮ ରେ ଫଳାଫଳ ପ୍ରକାଶ ପାଇବ । ନିର୍ବାଚନ ପାଇଁ ଜୋରସୋରରେ ପ୍ରଚାର ଚଳାଇଥିଲେ…
ରାଜନୀତି ରାଜ୍ୟ କୁମ୍ଭ ମେଳାରେ ଚୁଟି ପକେଇ ଲାଣ୍ଡି ହେଲେ ସୁନୀତି ମୁଣ୍ଡ February 3, 2025 Nirvay ଭୁବନେଶ୍ୱର ମେୟର ପ୍ରାର୍ଥିନୀ ସୁନୀତି ମୁଣ୍ଡ ମହାକୁମ୍ଭ ମେଳାରେ ଚୁଟି ପକେଇ ଲାଣ୍ଡି ହୋଇଛନ୍ତି । ନିକଟରେ ସେ ନିଜ ସୋସିଆଲ ମିଡିଆରେ କିଛି ଫଟୋ ଓ ଭିଡିଓ ପୋଷ୍ଟ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି । ସେ ଏବେ କୁମ୍ଭମେଳା…