Tag: Politics

ବିଜେଡିର ନବନିଯୁକ୍ତ ଯୁବ ଛାତ୍ର ସଭାପତିଙ୍କ ଦାୟିତ୍ୱ ଗ୍ରହଣ

ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦ୍ୱାରା ନିକଟରେ ମନୋନୀତ ହୋଇଥିବା ଯୁବ ସଭାପତି ଚିନ୍ମୟ ସାହୁ ଓ ଛାତ୍ର ସଭାପତି ଇପ୍ସିତା ସାହୁ ଆଜି ଶତାଧିକ ଯୁବ ଛାତ୍ର କର୍ମୀଙ୍କ ସହ ଏକ ପଟୁଆରରେ ଆସି ଶଙ୍ଖ ଭଵନରେ…

ପାଣ୍ଡିଆନଙ୍କ ନାଁ ନନେଇ ଟାର୍ଗେଟ କଲେ ଅରୁଣ ସାହୁ

ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅରୁଣ ସାହୁଙ୍କ ମନ୍ତବ୍ୟକୁ ନେଇ ଚାରିଆଡେ ଚର୍ଚ୍ଚା । ନାଁ ନନେଇ ପାଣ୍ଡିଆନଙ୍କ ବସ୍ ରାଜ ଉପରେ ପରୋକ୍ଷରେ ବର୍ଷିଲେ ଅରୁଣ ସାହୁ । ପାଣ୍ଡିଆନଙ୍କ ହାକିମାତିକୁ ଭିନ୍ନ ଢଙ୍ଗରେ କଲେ ଟାର୍ଗେଟ ।…

ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ

ବିଜେଡି ସଭାପତି ନବୀନ ପଟ୍ଟନାୟକ ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ନିଯୁକ୍ତ କରିଛନ୍ତି । ଏହା ପୂର୍ବରୁ ମଧ୍ୟ ବିଜୁ ମହିଳା ଜନତା ଦଳର ସଭାପତି ରହିସାରିଥିବା ଛୁରିଆଙ୍କ ଉପରେ ପୁଣିଥରେ ନବୀନ…

ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ୍ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ

ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ’ ଉନ୍ମୋଚନ ଉତ୍ସବରେ ପୁଣି ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ପୂର୍ବତନ ବିଧାୟକ ତଥା ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ । 5T ଅଧୀନରେ ସମସ୍ତ ସ୍କୁଲ ଏବେ ସୁନ୍ଦର ଶୌଚାଳୟ ପାଲଟିଯାଇଛି ।…

ସରକାରଙ୍କ ବିଫଳତା ଲୁଚାଇବାକୁ ବିଜେପି ବିଧାୟକଙ୍କ ଅବାଂଛିତ ମନ୍ତବ୍ୟ: ବିଜେଡି

ବିଜେପି ବିଧାୟକ ସରୋଜ ପାଢ଼ୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ପ୍ରତି ଦେଇଥିବା ଅରୁଚିକର ଓ ଅଶାଳୀନ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ, ସରକାରଙ୍କ ବିଫଳତାକୁ ଲୁଚାଇବାକୁ ବିଧାୟକ ଏପରି…

ଛାତ୍ର କଂଗ୍ରେସ ପକ୍ଷରୁ “କ୍ୟାମ୍ପସ ଚଲୋ ଅଭିଯାନ” ର ଶୁଭାରମ୍ଭ

ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ କରଣ ତାମସେତ ୱାର ଛାତ୍ର କଂଗ୍ରେସର “କ୍ୟାମ୍ପସ ଚଲୋ ଅଭିଯାନ”ର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଛାତ୍ର କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଥିଲା ଯେ…

ବାଦ୍ ପଡ଼ିଥିବା ୪୪ ଅଞ୍ଚଳକୁ ତୁରନ୍ତ ଏନଏସି
ମାନ୍ୟତା ଦିଅ: ବିଜେଡି

ବିଜେଡି ସରକାର ରାଜ୍ୟରେ ୫୬ଟି ନୂଆ ଏନଏସି ଘୋଷଣା କରିଥିଲେ, ଯାହା ମଧ୍ୟରୁ କେବଳ ୧୨ଟି ଅଞ୍ଚଳକୁ ଏନଏସି ମାନ୍ୟତା ଦେବା ପାଇଁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ବିଜୁ ଜନତା ଦଳ କଡ଼ା ସମାଲୋଚନା କରିଛି । ରାଜ୍ୟ ସରକାର…

‘ଭୋଟ୍‌ ଚୋରି’ ପ୍ରସଙ୍ଗରେ ୪ ସେପ୍ଟେମ୍ବରରେ କଂଗ୍ରେସର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ

ଆସନ୍ତା ୪ ସେପ୍ଟେମ୍ବର ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ନିଷ୍ପତ୍ତି ନେଇଛି କଂଗ୍ରେସ । ଭାରତୀୟ ଜାତୀୟ କଂଗ୍ରେସର ଓଡ଼ିଶା ପ୍ରଭାରୀ ଅଜୟ କୁମାର ଲଲ୍ଲୁ ଚାରିଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ଅନୁଷ୍ଠିତ ବିଭିନ୍ନ…

ଆସନ୍ତା ୪ ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ

ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କଂଗ୍ରେସ ଭବନରୁ ନିର୍ବାଚନ କମିଶନ ଯାଏଁ ଏହି ପଦଯାତ୍ରାରେ ହେବ ।…

ଶିକ୍ଷକଙ୍କୁ ମୋହନ ସରକାର ପ୍ରତାରଣା କରନ୍ତୁ ନାହିଁ: ଭକ୍ତ ଦାସ

ବିଜେପି ସରକାର ଗଠନ କରିବା ୧୪ ମାସ ମଧ୍ୟରେ ନାରୀ ନିର୍ଯାତନା, ଅପରାଧ, ଲୋକଙ୍କ ଦୁର୍ଦ୍ଦଶା, ମିଥ୍ୟା ପ୍ରତିଶ୍ରୁତି ଆଦି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ଦେଇଛି । ବର୍ତ୍ତମାନ ମୋହନ ସରକାରଙ୍କ ଦ୍ୱାରା ପ୍ରତାରିତ ଶିକ୍ଷକ ରାଜରାସ୍ତାରେ ବୋଲି ପ୍ରଦେଶ…